ଦାନିୟେଲ 3:13 - ପବିତ୍ର ବାଇବଲ13 ଏହି ସମ୍ବାଦ ଶୁଣି ନବୂଖଦ୍ନିତ୍ସର କ୍ରୋଧାନ୍ୱିତ ହୋଇ ତାଙ୍କର ଲୋକମାନଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଆଣିବା ପାଇଁ ପଠାଇଲେ। ତେଣୁ ତାଙ୍କର ଲୋକମାନେ ସେମାନଙ୍କୁ ରାଜାଙ୍କର ବିଗ୍ଭରାଳୟ ଛାମୁକୁ ଆଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁରେ ନବୂଖଦ୍ନିତ୍ସର ପ୍ରଚଣ୍ତ କ୍ରୋଧ ଓ କୋପରେ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ। Gade chapit laଓଡିଆ ବାଇବେଲ13 ତହିଁରେ ନବୂଖଦ୍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋକୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ନବୂଖଦ୍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ। Gade chapit la |
“କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ଲୋକେ ତୁମ୍ଭମାନଙ୍କୁ ବନ୍ଦୀ କରିନେବେ, ଓ ତୁମ୍ଭମାନଙ୍କୁ ଯନ୍ତ୍ରଣା ଦେବେ। ଲୋକମାନେ ସେମାନଙ୍କର ସମାଜଗୃହମାନଙ୍କରେ ତୁମ୍ଭମାନଙ୍କର ବିଗ୍ଭର କରିବେ ଓ ତୁମ୍ଭମାନଙ୍କୁ କାରାଗାରରେ ବନ୍ଦୀ କରିବେ। ରାଜା ଓ ଶାସନକର୍ତ୍ତାଙ୍କ ସାମନାରେ ତୁମ୍ଭମାନଙ୍କୁ ହାଜର କରାଯିବ। ତୁମ୍ଭେମାନେ ମୋର ଅନୁସରଣ କରୁଥିବା ଯୋଗୁଁ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଏଭଳି ବ୍ୟବହାର କରିବେ।