Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:14 - ପବିତ୍ର ବାଇବଲ

14 ଆଉ ନବୂଖ‌ଦ୍‌ନିତ୍ସର ସେମାନଙ୍କୁ ପଗ୍ଭରିଲେ, “ହେ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ, ଏହା କ’ଣ ସତ୍ୟ, ତୁମ୍ଭେମାନେ ମୋର ଦେବତାଗଣର ପୂଜା କରୁ ନାହିଁ ଓ ମୋର ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ନବୂଖଦ୍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, ହେ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?

Gade chapit la Kopi

ଓଡିଆ ବାଇବେଲ

14 ନବୂଖଦ୍‍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, ହେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋ’ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ନବୂଖଦ୍‍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, “ହେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?

Gade chapit la Kopi




ଦାନିୟେଲ 3:14
5 Referans Kwoze  

“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଗ୍ଭର କର। ଧ୍ୱଜା ଉଠାଇ ପ୍ରଗ୍ଭର କର ଓ ଗୋପନ ନ ରଖି କୁହ, ‘ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା; ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’


ରାଜା ନବୂଖ‌ଦ୍‌ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା। ସେ ପ୍ରତିମାଟିକୁ ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସ୍ଥାପନ କଲା।


“ବେଲ୍ ଓ ନବୋ ଆମ୍ଭ ସମ୍ମୁଖରେ ଅବନତ ହେବେ। “ସେମାନଙ୍କର ପ୍ରତିମାଗୁଡ଼ିକ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ହୋଇଛନ୍ତି। ସେଗୁଡ଼ିକ ବୋଝପରି ତୁମ୍ଭେମାନେ ବହି ଗ୍ଭଲିଲ, ତାହା କ୍ଳାନ୍ତ ପଶୁମାନଙ୍କ ପାଇଁ କେବଳ ଭାର ହୋଇଅଛି।


ଅବଶେଷରେ ମୋ’ ଦେବତାର ନାମାନୁସାରେ ବେ‌‌ଲ୍‌‌‌‌ଟଶତ୍ସର ନାମ ବିଶିଷ୍ଟ ଦାନିୟେଲ ମୋ’ ନିକଟକୁ ଆସିଲେ, ତାହାଙ୍କ ଅନ୍ତରରେ ପବିତ୍ର ପରମେଶ୍ୱରଙ୍କ ଆତ୍ମା ଅଛନ୍ତି, ମୁଁ ତାଙ୍କୁ ସ୍ୱପ୍ନ ବିଷୟରେ ଜଣାଇଲି।


Swiv nou:

Piblisite


Piblisite