Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:16 - ପବିତ୍ର ବାଇବଲ

16 ଶଦ୍ରକ, ମୈଶକ ଓ ଅବେଦ୍-ନଗୋ ରାଜାଙ୍କୁ ଉତ୍ତର କଲେ, “ହେ ନବୂଖ‌ଦ୍‌ନିତ୍ସର, ଏ ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ରାଜାକୁ ଉତ୍ତର କରି କହିଲେ, ହେ ନବୂଖଦ୍ନିତ୍ସର, ଏବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ରାଜାକୁ ଉତ୍ତର କରି କହିଲେ, ହେ ନବୂଖଦ୍‍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ରାଜାକୁ ଉତ୍ତର କରି କହିଲେ, “ହେ ନବୂଖଦ୍‍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।

Gade chapit la Kopi




ଦାନିୟେଲ 3:16
4 Referans Kwoze  

ପୁଣି ସେହି ନପୁଂସକାଧିପତି ଅସ୍ପନସ୍ ଯିହୁଦାର ଯୁବକମାନଙ୍କୁ ନୂଆ ବାବିଲୀୟ ନାମ ଦେଲେ। ସେ ଦାନିୟେଲଙ୍କୁ ବେ‌‌ଲ୍‌‌‌‌ଟଶତ୍ସର, ହନାନିୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ ଓ ଅସରିୟଙ୍କୁ ଅବେଦ୍-ନଗୋ ନାମ ଦେଲେ।


ଆଉ ଆପଣ ବାବିଲ ପ୍ରଦେଶର ରାଜ କର୍ମରେ ନିଯୁକ୍ତ କରିଥିବା କେତେକ ଯିହୁଦୀ ଲୋକ, ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ ଯେଉଁମାନେ କି ଆପଣଙ୍କ ଆଜ୍ଞା ପାଳନ କରି ନାହାନ୍ତି। ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କି ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପୂଜା କରନ୍ତି ନାହିଁ।”


ତା'ପରେ ନବୂଖ‌ଦ୍‌ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନି ଜଣ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦେବତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ୟ ରାଜବାକ୍ୟ ଅମାନ୍ୟ କରି ଆପଣା ପରମେଶ୍ୱରଙ୍କ ସେବା କଲେ।


ଯେକେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇଜଣ ତାହାର ପ୍ରତିବାଦ କରିବେ। ପୁଣି ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।


Swiv nou:

Piblisite


Piblisite