Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:2 - ପବିତ୍ର ବାଇବଲ

2 ସେହି ପ୍ରତିମା ସ୍ଥାପନର ପ୍ରତିଷ୍ଠା ନିମନ୍ତେ ଆସିବାକୁ ରାଜା ସମସ୍ତ କ୍ଷିତିପାଳ, ରାଜପ୍ରତିନିଧି, ଦେଶାଧ୍ୟକ୍ଷ ବିଗ୍ଭରକର୍ତ୍ତା, କୋଷାଧ୍ୟକ୍ଷ, ବ୍ୟବସ୍ଥାପକ, ବେବର୍ତ୍ତା ଓ ପ୍ରାଦେଶିକ ଶାସକଙ୍କୁ ଏକତ୍ର କରିବା ନିମନ୍ତେ ଲୋକ ପ୍ରେରଣ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ରାଜା ନବୂଖଦ୍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକ-ଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତା-ଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍ନିତ୍ସର ଲୋକ ପ୍ରେରଣ କଲା।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ରାଜା ନବୂଖଦ୍‍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍‍ନିତ୍ସର ଲୋକ ପ୍ରେରଣ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ରାଜା ନବୂଖଦ୍‍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍‍ନିତ୍ସର ଲୋକ ପ୍ରେରଣ କଲା।

Gade chapit la Kopi




ଦାନିୟେଲ 3:2
10 Referans Kwoze  

ପୁଣି କ୍ଷିତିପାଳ, ରାଜ ପ୍ରତିନିଧି, ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ରିତ ହୋଇ ସେହି ତିନି ଜଣଙ୍କୁ ଦେଖିଲେ ଯେ ଅଗ୍ନି ସେମାନଙ୍କର ଶରୀରରେ କୌଣସି ଅଂଶ ଦ‌ଗ୍‌ଧ କରି ନାହିଁ। ସେମାନଙ୍କ ମସ୍ତକର କେଶ କି ସେମାନଙ୍କର ପାଇଜାମା ଦ‌ଗ୍‌ଧ ହୋଇ ନାହିଁ କି ସେମାନଙ୍କର ଶରୀରରେ ଅଗ୍ନିର ଗନ୍ଧ ନାହିଁ।


ଶାସନକର୍ତ୍ତା ଯଦି ମିଥ୍ୟାକୁ ଶୁଣନ୍ତି, ତେବେ ତାଙ୍କର ସମସ୍ତ ଅଧିକାରୀ ଦୁର୍ନୀତିଗ୍ରସ୍ତ ହେବେ।


ରାଜା ଯାରବିୟାମ, ଯିହୁଦାର ପର୍ବ ପରି ଅଷ୍ଟମ ମାସର ପନ୍ଦର ତାରିଖରେ ଏକ ନୂତନ ପର୍ବ ଆରମ୍ଭ କଲେ। ସେ ବୈଥେ‌ଲ୍‌ସ୍ଥିତ ହୋମବେଦି ନିକଟକୁ ଗଲେ ଏବଂ ଏହିପରି ଭାବରେ ସେ ବୈଥେ‌ଲ୍‌ଠାରେ ଗୋବତ୍ସର ସମ୍ମାନାର୍ଥେ ନୈବେଦ୍ୟ ଉତ୍ସର୍ଗ କଲେ ଏବଂ ସେ ମଧ୍ୟ ଉଚ୍ଚସ୍ଥଳୀରେ ସେବା କରିବା ପାଇଁ ଯାଜକମାନଙ୍କୁ ବାଛିଲେ।


ପଲେଷ୍ଟୀୟମାନେ ଏକତ୍ରିତ ହୋଇ ଜୟଲାଭ ଉତ୍ସବ ପାଳନ କଲେ। ସେମାନେ ସେମାନଙ୍କର ଦାଗୋନ୍ ଦେବତା ଉଦ୍ଦେଶ୍ୟରେ ବଳିଦାନ ଉତ୍ସର୍ଗ କଲେ। ସେମାନେ କହିଲେ, “ଶା‌ମ୍‌ଶୋ‌ନଙ୍କୁ ପରାସ୍ତ କରିବା ପାଇଁ, ଆମ୍ଭମାନଙ୍କର ଦେବତା ଆମ୍ଭମାନଙ୍କୁ ସାହାଯ୍ୟ କଲେ। ଯେ କି ଆମ୍ଭର ଶତ୍ରୁ ଥିଲା।”


ସେମାନଙ୍କର ଭଣ୍ତ ଦେବତାଙ୍କୁ ବଳିଦେବା ନିମନ୍ତେ ସେମାନେ ଇସ୍ରାଏଲର ଲୋକମାନଙ୍କୁ ନିମନ୍ତ୍ରଣ କରିଥିଲେ। ସେମାନେ ବଳିଦାନ ଭୋଜନ କଲେ ଓ ସେମାନଙ୍କ ଭଣ୍ତ ଦେବତାଗଣଙ୍କୁ ପୂଜା କଲେ।


ପୃଥିବୀର ରାଜାମାନେ ତା'ସହିତ ଯୌନପାପ (ବ୍ୟଭିଗ୍ଭର) କରିଛନ୍ତି। ପୃଥିବୀର ଲୋକମାନେ ତା'ର ବ୍ୟଭିଗ୍ଭର ରୂପ ସୁରାରେ ମାତାଲ୍ ହୋଇଛନ୍ତି।”


ତେଣୁ ସେମାନେ ରାଜାଙ୍କ ଆହ୍ୱାନରେ ସମସ୍ତେ ଆସିଲେ ଓ ସ୍ଥାପିତ ପ୍ରତିମାର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ। ଆଉ ସେମାନେ ସେହି ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ।


Swiv nou:

Piblisite


Piblisite