ଦାନିୟେଲ 3:21 - ପବିତ୍ର ବାଇବଲ21 ତେଣୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ତକୁ ଫିଙ୍ଗା ଗଲା। ସେତେବେଳେ ସେମାନେ ସେମାନଙ୍କର ପ୍ୟାଣ୍ଟ, ସାର୍ଟ, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ପରିଧାନ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ଵଳିତ ଅଗ୍ନିକୁଣ୍ତ ମଧ୍ୟରେ ନିକ୍ଷିପ୍ତ ହେଲେ। Gade chapit laଓଡିଆ ବାଇବେଲ21 ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ। Gade chapit la |