Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:22 - ପବିତ୍ର ବାଇବଲ

22 ରାଜା ଆଜ୍ଞା କଲାବେଳେ ଅତ୍ୟନ୍ତ କ୍ରୋଧିତ ଥିଲେ ଓ ଅଗ୍ନିକୁଣ୍ତକୁ ଅତିଶୟ ଉତ୍ତପ୍ତ କରା ଯାଇଥିଲା। ତେଣୁ ଶଦ୍ରକ, ମୈଶକ୍ ଏବଂ ଅବେଦ୍-ନଗୋକୁ ଫିଙ୍ଗିବାକୁ ଯାଇଥିବା ସୈନ୍ୟମାନେ ଅଗ୍ନିଶିଖା ଦ୍ୱାରା ପୋଡ଼ି ମଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ତ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।

Gade chapit la Kopi

ଓଡିଆ ବାଇବେଲ

22 ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋକୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।

Gade chapit la Kopi




ଦାନିୟେଲ 3:22
10 Referans Kwoze  

ଦୁଷ୍ଟଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ, ପୁଣି ବିଶ୍ୱାସଘାତକ ସରଳ ଲୋକର ବଦଳି ସ୍ୱରୂପ।


ଜଣେ ଧାର୍ମିକ ମନୁଷ୍ୟ ସମସ୍ୟାରୁ ରକ୍ଷା ପାଏ ଏବଂ ତା ବଦଳରେ ଏହା ଦୁଷ୍ଟ ମନୁଷ୍ୟ ଉପରକୁ ଆସେ।


ମିଶରର ଲୋକମାନେ ସେମାନଙ୍କୁ ଶୀଘ୍ର ଶୀଘ୍ର ବିଦାୟ କଲେ। କାରଣ, ସେମାନେ କହିଲେ, “ଯଦି ତୁମ୍ଭେମାନେ ନ ଯାଅ, ଆମ୍ଭେ ସମସ୍ତେ ମରିଯିବୁ।”


ହେରୋଦ ତାହାଙ୍କୁ ଖୋଜିଲେ, କିନ୍ତୁ ପାଇଲେ ନାହିଁ। ତା'ପରେ ସେ ଜଗୁଆଳୀମାନଙ୍କୁ ପଚରା ଉଚରା କରିସାରି, ସେମାନଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ ଦେଲେ। ତା'ପରେ ହେରୋଦ ଯିହୂଦା ପ୍ରଦେଶରୁ ଯାଇ କାଇସରୀଆଠାରେ ରହିଲେ।


“ଯିହୂଦା ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଫିଙ୍ଗିଦେଲା। ତା'ପରେ ସେହି ଜାଗା ଛାଡ଼ି ଯିହୂଦା ଗ୍ଭଲିଗଲା ଓ ନିଜକୁ ଫାଶି ଦେଲା।


ତା'ପରେ ରାଜା ଦାନିୟେଲଙ୍କ ବିରୁଦ୍ଧରେ ଅଭିଯୋଗକାରୀଙ୍କୁ ଆଣିବାକୁ ଆଜ୍ଞା କଲା। ତେଣୁ ସେମାନଙ୍କର ସ୍ତ୍ରୀମାନଙ୍କୁ ଓ ପିଲାମାନଙ୍କ ସହିତ ସମସ୍ତଙ୍କୁ ଆଣି ସିଂହମାନଙ୍କ ଗୁମ୍ଫାରେ ନିକ୍ଷେପ କଲେ। ତଳେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଭକ୍ଷ୍ୟଣ କରି ସେମାନଙ୍କର ଅସ୍ଥିଗୁଡ଼ିକୁ ଚର୍ବଣ କଲେ।


ଦାନିୟେଲ ଅରିୟୋ‌କ୍‌କୁ କହିଲେ, “ରାଜଦଣ୍ତ ଏତେ କଠୋର କାହିଁକି?” ତେଣୁ ଅରିୟୋକ ରାଜାଙ୍କ ସ୍ୱପ୍ନ ବୃତ୍ତାନ୍ତ ଦାନିୟେଲଙ୍କୁ ବୁଝାଇ ଦେଲେ।


ପୁଣି ସେହି ନପୁଂସକାଧିପତି ଅସ୍ପନସ୍ ଯିହୁଦାର ଯୁବକମାନଙ୍କୁ ନୂଆ ବାବିଲୀୟ ନାମ ଦେଲେ। ସେ ଦାନିୟେଲଙ୍କୁ ବେ‌‌ଲ୍‌‌‌‌ଟଶତ୍ସର, ହନାନିୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ ଓ ଅସରିୟଙ୍କୁ ଅବେଦ୍-ନଗୋ ନାମ ଦେଲେ।


ସେହି ବୃଦ୍ଧ ଭବିଷ୍ୟ‌ଦ୍‌ବକ୍ତା ବାହାରି ଗଲେ ଓ ପଥ ମଧ୍ୟରେ ସେହି ଶବ ପଡ଼ିଥିବାର ଦେଖିଲେ। ଶବ ନିକଟରେ ସେହି ଗଧ ଓ ସିଂହ ଛିଡ଼ା ହୋଇଥିଲେ। ସିଂହ ଶବଟିକୁ ଖାଇ ନ ଥିଲା କିମ୍ବା ଗଧକୁ ବିଦୀର୍ଣ୍ଣ କରି ନ ଥିଲା।


Swiv nou:

Piblisite


Piblisite