ଦାନିୟେଲ 3:30 - ପବିତ୍ର ବାଇବଲ30 ଏହା ପରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ବାବିଲ ପ୍ରଦେଶରେ ପ୍ରଧାନ ପଦରେ ନିଯୁକ୍ତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଏଥିରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ବାବିଲ ପ୍ରଦେଶରେ ପଦ ବୃଦ୍ଧି କଲା। Gade chapit laଓଡିଆ ବାଇବେଲ30 ଏଥିରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ବାବିଲ ପ୍ରଦେଶରେ ପଦ ବୃଦ୍ଧି କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ବାବିଲ ପ୍ରଦେଶରେ ପଦ ବୃଦ୍ଧି କଲା। Gade chapit la |
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।