ଦାନିୟେଲ 3:4 - ପବିତ୍ର ବାଇବଲ4 ତା'ପରେ ରାଜାଙ୍କର ଜଣେ ଘୋଷକ ଉଚ୍ଚ ସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ବିଭିନ୍ନ ଭାଷାବାଦୀଦଳ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)4 ତହୁଁ ଘୋଷକ ଉଚ୍ଚସ୍ଵରରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆ ଯାଉଅଛି, Gade chapit laଓଡିଆ ବାଇବେଲ4 ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆ ଯାଉଅଛି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଯାଉଅଛି, Gade chapit la |
ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତେଇଶ୍ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖୟର ଆଜ୍ଞା ଅନୁସାରେ ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷାରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ। ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲେଖାଗଲା।