Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:9 - ପବିତ୍ର ବାଇବଲ

9 ସେମାନେ ନବୂଖ‌ଦ୍‌ନିତ୍ସରଙ୍କୁ ଆଶୀର୍ବାଦ କରି କହିଲେ, “ହେ ମହାରାଜ, ଚିରଜୀବି ହୁଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେମାନେ ନବୂଖଦ୍ନିତ୍ସର ରାଜାକୁ ଉତ୍ତର କରି କହିଲେ, ହେ ମହାରାଜ, ଚିରଜୀବୀ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

9 ସେମାନେ ନବୂଖଦ୍‍ନିତ୍ସର ରାଜାକୁ ଉତ୍ତର କରି କହିଲେ, ହେ ମହାରାଜ, ଚିରଜୀବୀ ହେଉନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେମାନେ ନବୂଖଦ୍‍ନିତ୍ସର ରାଜାକୁ ଉତ୍ତର କରି କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।

Gade chapit la Kopi




ଦାନିୟେଲ 3:9
7 Referans Kwoze  

ତେଣୁ ଏହି ଲୋକମାନେ ରାଜାଙ୍କ ନିକଟକୁ ଗଲେ ଏବଂ କହିଲେ, “ହେ ରାଜ ଦାରିୟାବସ, ଆପଣ ଚିରଜୀବି ହୁଅନ୍ତୁ।


ତା'ପରେ ରାଣୀ ଭୋଜନଗାରକୁ ଆସିଲେ। ସେ ରାଜା ଓ ତାଙ୍କର ଅଧିକାରୀଗଣଙ୍କ କଥା ଶୁଣିଥିଲେ। ସେ କହିଲେ, “ହେ ରାଜା, ଦୀର୍ଘଜୀବୀ ହୁଅ, ତୁମ୍ଭର ଭାବନା ତୁମ୍ଭକୁ ଉ‌‌ଦ୍‌‌ବିଗ୍ନ ନ କରୁ କି ତୁମ୍ଭର ମୁଖମଣ୍ତଳ ବିବର୍ଣ୍ଣ ନ ହେଉ।


ଦାନିୟେଲ ଉତ୍ତର କଲେ, “ହେ ରାଜା ଚିରଜୀବୀ ହୁଅନ୍ତୁ।


ତା'ପରେ କ‌‌ଲ୍‌‌‌‌ଦୀୟମାନେ ଅରାମୀୟ ଭାଷାରେ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବି ହୁଅନ୍ତୁ, ଆପଣ ଏ ଦାସମାନଙ୍କୁ ସ୍ୱପ୍ନଟି କୁହନ୍ତୁ। ଆମ୍ଭେ ତାହାର ଅର୍ଥ ପ୍ରକାଶ କରିବୁ।”


ସମାଜରେ ଯାହାଙ୍କର ଯାହା ପ୍ରାପ୍ୟ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦେବା କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦେଇ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସେମାନଙ୍କୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦେବା କଥା ସେମାନଙ୍କୁ ସମ୍ମାନ ଦିଅ।


ତା'ପରେ ବ‌ତ୍‌ଶେବା ରାଜାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିଲେ, “ମୋ’ ମହାରାଜ ଦାଉଦ, ଦୀର୍ଘଜୀବୀ ହୁଅନ୍ତୁ!”


Swiv nou:

Piblisite


Piblisite