ଦାନିୟେଲ 4:11 - ପବିତ୍ର ବାଇବଲ11 ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା। ଉଚ୍ଚତାରେ ତାହା ଆକାଶକୁ ସ୍ପର୍ଶ କଲା। ପୁଣି ପୃଥିବୀର ସବୁ ସ୍ଥାନରେ ତାହା ଦୃଶ୍ୟମାନ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରା; ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା। Gade chapit laଓଡିଆ ବାଇବେଲ11 ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା। Gade chapit la |
“ହେ କଫର୍ନାହୂମ! ତୁ କ’ଣ ଭାବୁଛୁ ତୋତେ ସ୍ୱର୍ଗୀୟ ଗୌରବ ଦେବା ପାଇଁ ସ୍ୱର୍ଗକୁ ଉଠାଇ ନିଆଯିବ? ନା, ତୁମ୍ଭକୁ ପାତାଳରେ ନିକ୍ଷେପ କରାଯିବ। ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ ତୋର ଅଞ୍ଚଳରେ କରାଯାଇଛି, ସେଗୁଡ଼ିକ ଯଦି ସଦୋମରେ କରାଯାଇ ଥା’ନ୍ତା।, ତେବେ ସେଠାକାର ବାସିନ୍ଦା ପାପ କରିବା ବନ୍ଦ କରି ଦେଇଥାଆନ୍ତେ ଓ ସେ ନଗର ଏ ପର୍ଯ୍ୟନ୍ତ ତିଷ୍ଠି ରହି ପାରିଥା’ନ୍ତା।