ଦାନିୟେଲ 4:13 - ପବିତ୍ର ବାଇବଲ13 “ମୁଁ ଶଯ୍ୟା ଉପରେ ଥିବା ବେଳେ ଦର୍ଶନ ପାଇଲି। ଏକ ପବିତ୍ର ସ୍ୱର୍ଗଦୂତ ସ୍ୱର୍ଗରୁ ଓହ୍ଲାଇ ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ଵର୍ଗରୁ ଓହ୍ଲାଇ ଆସିଲେ। Gade chapit laଓଡିଆ ବାଇବେଲ13 ମୁଁ ଶଯ୍ୟା ଉପରେ ମୋ’ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ। Gade chapit la |