Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:15 - ପବିତ୍ର ବାଇବଲ

15 ତାହାର ମୂଳ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ ତୃଣରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ। ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତଥାପି ଭୂମିରେ ତାହାର ମୂଳ-ଗଣ୍ତିକି ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;

Gade chapit la Kopi

ଓଡିଆ ବାଇବେଲ

15 ତଥାପି ଭୂମିରେ ତାହାର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତଥାପି ଭୂମିରେ ତାହାର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;

Gade chapit la Kopi




ଦାନିୟେଲ 4:15
6 Referans Kwoze  

“ଏବଂ ଆପଣ ମଧ୍ୟ ଦେଖିଲେ ଯେ, ସ୍ୱର୍ଗରୁ ପବିତ୍ର ସ୍ୱର୍ଗଦୂତ ଓହ୍ଲାଇ ଆସି କହିଲେ, ‘ଏ ବୃକ୍ଷକୁ ବିନଷ୍ଟ କରି ଛେଦନ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ। ଆଉ ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ ବର୍ଷ ଅତିକ୍ରମ କରିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।’


ମୁଁ ଗୋଟିଏ ସ୍ୱପ୍ନ ଦେଖିଲି ଓ ତାହା ମୋତେ ଭୟଭୀତ କଲା। ଆଉ ମୁଁ ଶଯ୍ୟା ଉପରେ ଥିବା ବେଳେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉ‌‌ଦ୍‌‌ବିଗ୍ନ କଲା।


ତେଣୁ ସ୍ୱପ୍ନର ଅର୍ଥ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ ଲୋକଙ୍କୁ ମୋ’ ନିକଟକୁ ଆଣିବା ପାଇଁ ଆଜ୍ଞା କଲି।


Swiv nou:

Piblisite


Piblisite