Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:20 - ପବିତ୍ର ବାଇବଲ

20-21 ଆପଣ ଯେଉଁ ବୃକ୍ଷ ଦେଖିଲେ, ତାହା ଶକ୍ତିଶାଳୀ ହୋଇ ବଢ଼ିଲା ଓ ଉଚ୍ଚତାରେ ଗଗନସ୍ପର୍ଶୀ ହେଲା। ତାହା ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା। ତାହାର ପତ୍ରସବୁ ସୁନ୍ଦର ହେଲା ଓ ସେଥିରେ ପ୍ରଚୁର ଫଳ ହେଲା। ସେଥିରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। ଆଉ ତାହାର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ ଓ ତାହାର ଶାଖା ଗୁଡ଼ିକ ଉପରେ ଆକାଶର ପକ୍ଷୀମାନେ ବସତି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା;

Gade chapit la Kopi

ଓଡିଆ ବାଇବେଲ

20 ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା;

Gade chapit la Kopi




ଦାନିୟେଲ 4:20
4 Referans Kwoze  

ଅଶୂରକୁ ଦେଖ! ସେ ଲିବାନୋ‌ନ୍‌ର ଏରସ ବୃକ୍ଷସ୍ୱରୂପ ଅଟେ। ତାହାର ସୁନ୍ଦର ଘନଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା। ଆଉ ତାହାର ଶିଖର ମେଘ ମଧ୍ୟରେ ଥିଲା।


ମୁଁ ତାହାକୁ ଗର୍ତ୍ତଗାମୀମାନଙ୍କ ସହିତ ପାତାଳକୁ ପକାଇ ଦେଲା ବେଳେ, ତାହାର ପତନ ଶବରେ ଗୋଷ୍ଠୀୟମାନେ କମ୍ପିତ ହେଲେ। ପୁଣି ପୃଥିବୀରେ ଥିବା ଏଦନର ସମସ୍ତ ଜଳ ସେଚିତ ମନୋନୀତ ବୃକ୍ଷଗୁଡ଼ିକ, ଲିବାନୋ‌ନ୍‌ର ସମସ୍ତ ଉତ୍ତମ ବୃକ୍ଷଗୁଡ଼ିକୁ ନିମ୍ନତମ ପୃଥିବୀରେ ସାନ୍ତ୍ୱନା ଦିଆଗଲା।


Swiv nou:

Piblisite


Piblisite