Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:23 - ପବିତ୍ର ବାଇବଲ

23 “ଏବଂ ଆପଣ ମଧ୍ୟ ଦେଖିଲେ ଯେ, ସ୍ୱର୍ଗରୁ ପବିତ୍ର ସ୍ୱର୍ଗଦୂତ ଓହ୍ଲାଇ ଆସି କହିଲେ, ‘ଏ ବୃକ୍ଷକୁ ବିନଷ୍ଟ କରି ଛେଦନ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ। ଆଉ ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ ବର୍ଷ ଅତିକ୍ରମ କରିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି, ଆପଣ ଯେ ଦେଖିଲେ, ସ୍ଵର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ତିକି ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହି ଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ।

Gade chapit la Kopi

ଓଡିଆ ବାଇବେଲ

23 ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହି ଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହିଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ।

Gade chapit la Kopi




ଦାନିୟେଲ 4:23
4 Referans Kwoze  

ତାଙ୍କର ମନ ପଶୁତୁଲ୍ୟ ହେଲା ଓ ସେ ବନ୍ୟ ଗର୍ଦ୍ଦଭ ସହିତ ବାସ କଲେ। ଆଉ ସେ ଗୋରୁଗାଈ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର କାକରରେ ଭିଜିଲା। ତା'ପରେ ସେ ହୃ‌‌ଦ୍‌‌ବୋଧ କଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି। ଏବଂ ପରମେଶ୍ୱର ଯାହାକୁ ଗ୍ଭହାନ୍ତି ତାକୁ ସେ ରାଜ୍ୟରେ ନିଯୁକ୍ତି କରି ପାରନ୍ତି।


“ଆଉ ବୃକ୍ଷର ମୂଳ, ଗଣ୍ତି ଛାଡ଼ିବାକୁ ଆଜ୍ଞା ଦିଆଯିବାର ଅର୍ଥ ଏହି ଯେ, ତୁମ୍ଭେ ପୁଣି ତୁମ୍ଭର ରାଜ୍ୟ ଫେରି ପାଇବ, କିନ୍ତୁ ତୁମ୍ଭେ ନିଶ୍ଚିତ ଅନୁଭବ କରିବା ଉଚିତ୍ ଯେ, ସର୍ବୋପରିସ୍ଥ ପରମେଶ୍ୱର ରାଜ୍ୟରେ ଶାସନ କରନ୍ତି।


ତା'ପରେ ଏକ ପବିତ୍ର ସ୍ୱର୍ଗଦୂତ କହିବାର ମୁଁ ଶୁଣିଲି। ତା'ପରେ ଅନ୍ୟ ଏକ ସ୍ୱର୍ଗଦୂତ ଏହି ଦୂତକୁ ପଗ୍ଭରିଲେ, “କେତେଦିନ ପର୍ଯ୍ୟନ୍ତ ନିତ୍ୟ ହୋମବଳି ବିରୁଦ୍ଧରେ ଏହି ଦର୍ଶନ ରହିବ ଏବଂ କେତେକାଳ ପର୍ଯ୍ୟନ୍ତ ଏହି ଲୋମହର୍ଷକ ଦୋଷ ଗ୍ଭଲିବ ଯେ, ମନ୍ଦିର ଏହିପରି ଭାବରେ ପଦଦଳନ ହେବାକୁ ଅନୁମତି ହୋଇଛି?”


Swiv nou:

Piblisite


Piblisite