ଦାନିୟେଲ 4:28 - ପବିତ୍ର ବାଇବଲ28 ରାଜା ନବୂଖଦ୍ନିତ୍ସରଙ୍କ ପ୍ରତି ଏ ସମସ୍ତ ଘଟିଲା। Gade chapit laପବିତ୍ର ବାଇବଲ (Re-edited) - (BSI)28 ରାଜା ନବୂଖଦ୍ନିତ୍ସର ପ୍ରତି ଏସବୁ ଘଟିଲା। Gade chapit laଓଡିଆ ବାଇବେଲ28 ରାଜା ନବୂଖଦ୍ନିତ୍ସର ପ୍ରତି ଏହିସବୁ ଘଟିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ରାଜା ନବୂଖଦ୍ନିତ୍ସର ପ୍ରତି ଏହିସବୁ ଘଟିଲା। Gade chapit la |
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”