Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:29 - ପବିତ୍ର ବାଇବଲ

29-30 ସ୍ୱପ୍ନର ବର୍ଷକ ପରେ ରାଜା ନବୂଖ‌ଦ୍‌ନିତ୍ସର ବାବିଲର ନିଜ ପ୍ରାସାଦ ଉପରେ ବୁଲୁଥିବା ବେଳେ, ରାଜା କହିଲା, “ଏହି ବାବିଲକୁ ଦେଖ! ମୁଁ ମୋର ପ୍ରତାପରେ ଏହି ମହାନ ନଗର ନିର୍ମାଣ କରିଛି ଓ ମୋର ବଳର ପ୍ରଭାବରେ ରାଜଧାନୀ ପ୍ରାସାଦ ନିର୍ମାଣ କରିଛି। ମୁଁ କେଡ଼େ ମହାନ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ବାର ମାସର ଶେଷରେ ସେ ବାବିଲର ରାଜ-ପ୍ରାସାଦରେ ବୁଲୁଥିଲା।

Gade chapit la Kopi

ଓଡିଆ ବାଇବେଲ

29 ବାର ମାସର ଶେଷରେ ସେ ବାବିଲର ରାଜ- ପ୍ରାସାଦରେ ବୁଲୁଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ବାର ମାସର ଶେଷରେ ସେ ବାବିଲର ରାଜପ୍ରାସାଦରେ ବୁଲୁଥିଲା।

Gade chapit la Kopi




ଦାନିୟେଲ 4:29
9 Referans Kwoze  

ମୁଁ ତାହାକୁ ହୃଦୟ ପରିବର୍ତ୍ତନ କରିବାକୁ ଓ ପାପ ପଥରୁ ଦୂରେଇ ଯିବା ପାଇଁ ସମୟ ଦେଲେ ହେଁ ସେ ନିଜକୁ ପରିବର୍ତ୍ତନ କରିବାକୁ ଇଚ୍ଛା କରୁ ନାହିଁ।


ପ୍ରଭୁ ଧୈର୍ଯ୍ୟବାନ ବୋଲି ଆମ୍ଭେ ରକ୍ଷା ପାଇଛୁ, ଏହା ମନେରଖ। ପରମେଶ୍ୱରଙ୍କ ପ୍ରଦତ୍ତ ଜ୍ଞାନ ବଳରେ ଆମ୍ଭର ପ୍ରିୟ ଭାଇ ପାଉଲ ତୁମ୍ଭକୁ ଲେଖିଲା ବେଳେ ସେ ସେହି କଥା କହିଥିଲେ।


ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ୱରଙ୍କ ଅବାଧ୍ୟ ହୋଇଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ଯ୍ୟନ୍ତ ପରମେଶ୍ୱର ଧୈର୍ଯ୍ୟ ସହିତ ଅପେକ୍ଷା କରୁଥିଲେ। ସେହି ଜାହାଜରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇ ପାରିଲେ।


ବେଳେ ବେଳେ ଲୋକମାନେ ତାଙ୍କର କୁକର୍ମ ପାଇଁ ହଠାତ୍ ଦଣ୍ଡିତ ହୁଅନ୍ତି ନାହିଁ। ସେମାନଙ୍କର ଦଣ୍ଡ ବିଳମ୍ବରେ ପ୍ରାପ୍ତ ହୁଏ। ଏହା ଅନ୍ୟମାନଙ୍କୁ କୁକର୍ମ କରିବାକୁ ଉତ୍ସାହିତ କରାଏ।


ସେ ଉଚ୍ଚସ୍ୱରରେ କହିଲେ, ‘ଏହି ବୃକ୍ଷକୁ ଛେଦନ କର। ତହିଁର ଶାଖା ସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ଦିଅ ଓ ଫଳଗୁଡ଼ିକୁ ବିଞ୍ଚି ଦିଅ। ତାହାର ତଳେଥିବା ପଶୁମାନେ ଓ ଶାଖାରେ ଥିବା ପକ୍ଷୀମାନେ ପଳାଇ ଯାଆନ୍ତୁ।


ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି। ଆପଣ ବୃଦ୍ଧି ପାଇ ବଳବାନ୍ ହୋଇଅଛନ୍ତି। କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି। ଆଉ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।


Swiv nou:

Piblisite


Piblisite