Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:33 - ପବିତ୍ର ବାଇବଲ

33 ସେହିସବୁ ଦଣ୍ତ ତ‌‌ତ୍‌‌କ୍ଷଣାତ୍ ନବୂଖ‌ଦ୍‌ନିତ୍ସରଙ୍କ ପ୍ରତି ଘଟିଲା। ସେ ମନୁଷ୍ୟମାନଙ୍କ ମଧ୍ୟରୁ ବିତାଡ଼ିତ ହୋଇ ଗୋରୁପରି ତୃଣ ଭକ୍ଷ୍ୟଣ କଲେ। ଆଉ ସେ ଆକାଶର କାକରରେ ତିନ୍ତିଲେ। ଶେଷରେ ତାହାର କେଶ ଉତ୍କ୍ରୋଶପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ସେହି ଦଣ୍ତରେ ନବୂଖଦ୍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।

Gade chapit la Kopi

ଓଡିଆ ବାଇବେଲ

33 ସେହି ଦଣ୍ଡରେ ନବୂଖଦ୍‍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେହି ଦଣ୍ଡରେ ନବୂଖଦ୍‍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।

Gade chapit la Kopi




ଦାନିୟେଲ 4:33
7 Referans Kwoze  

ଏବଂ ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ବିତାଡ଼ିତ ହେବ। କ୍ଷେତ୍ରସ୍ଥ ପଶୁମାନଙ୍କ ମଧ୍ୟରେ ତୁମ୍ଭେ ବାସ କରିବ ଓ ଗୋରୁ ପରି ତୃଣ ଭୋଜନ କରିବ। ଏହିରୂପେ ତୁମ୍ଭ ଉପରେ ସାତ ବର୍ଷ ଅତିକ୍ରମ କରିଯିବ। ଶେଷରେ ଯେ ସର୍ବୋପରିସ୍ଥ ପରମେଶ୍ୱର ସମଗ୍ର ମନୁଷ୍ୟ ଉପରେ ପ୍ରଭୁତ୍ୱ କରନ୍ତି ଓ ଯାହାକୁ ଯାହା ଇଚ୍ଛା ତାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”


ତୁମ୍ଭେ ମନୁଷ୍ୟମାନଙ୍କ ସଙ୍ଗ ମଧ୍ୟରୁ ବିତାଡ଼ିତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସହିତ ବାସ କରିବ ଏବଂ ଆଉ ତୁମ୍ଭେ ଗୋରୁମାନଙ୍କ ପରି ତୃଣ ଭୋଜନ କରି ବଞ୍ଚିବ ଓ ଆକାଶର କାକରରେ ତିନ୍ତିବ। ଏହିରୂପେ ତୁମ୍ଭ ଉପରେ ସାତ ବର୍ଷ ଅତିକ୍ରମ କରିବ। ଶେଷରେ ତୁମ୍ଭେ ଅନୁଭବ କରିବ ଯେ, ସେ ସର୍ବୋପରିସ୍ଥ ପରମେଶ୍ୱର ଯାହାକୁ ଇଚ୍ଛା କରନ୍ତି, ତାକୁ ରାଜ୍ୟ ଦାନ କରନ୍ତି।


ତାଙ୍କର ମନ ପଶୁତୁଲ୍ୟ ହେଲା ଓ ସେ ବନ୍ୟ ଗର୍ଦ୍ଦଭ ସହିତ ବାସ କଲେ। ଆଉ ସେ ଗୋରୁଗାଈ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର କାକରରେ ଭିଜିଲା। ତା'ପରେ ସେ ହୃ‌‌ଦ୍‌‌ବୋଧ କଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି। ଏବଂ ପରମେଶ୍ୱର ଯାହାକୁ ଗ୍ଭହାନ୍ତି ତାକୁ ସେ ରାଜ୍ୟରେ ନିଯୁକ୍ତି କରି ପାରନ୍ତି।


ସେହି ସମୟରେ ହଠାତ୍ ମନୁଷ୍ୟର ଏକ ହସ୍ତ ଦଶୃମାନ ହେ ଲା ଓ ରାଜପ୍ରାସାଦର କାନ୍ଥର ଲେପନ ଉପରେ ଅଙ୍ଗୁଳିରେ ଲେଖିଲା। ସେହି ହସ୍ତ ଦୀପରୁଖା ନିକଟସ୍ଥ ରାଜପ୍ରାସାଦ କାନ୍ଥରେ ଲେଖୁଥିଲା। ଆଉ ରାଜା ଲେଖୁଥିବା ସ୍ୱହସ୍ତର ଅଂଶ ଦେଖୁଥିଲେ।


ତୁମ୍ଭେମାନେ ଗୋଟିଏ ମାଟିର ପାତ୍ର ପରି ଭାଙ୍ଗି ଚୂର୍ଣ୍ଣ ବିଚୂର୍ଣ୍ଣ ହୋଇଯିବ। ତାହା ଏପରି ଅଦରକାରୀ ହେବ ଯେ ସେଥିରୁ ଖଣ୍ଡେ ହେଲେ ଖପରା ମିଳିବ ନାହିଁ ଯେଉଁଥିରେ ଚୁଲ୍ଲୀରୁ ନିଆଁ ଆଣି ହେବ ନାହିଁ କି କୁଣ୍ଡରୁ ପାଣି ନେଇ ହେବ ନାହିଁ।”


କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଗ୍ଭେର ରାତିରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ଯ୍ୟଜନକ ହେବ।


Swiv nou:

Piblisite


Piblisite