ଦାନିୟେଲ 4:35 - ପବିତ୍ର ବାଇବଲ35 ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ୱର୍ଗୀୟ ଶକ୍ତି ବଳରେ ପରମେଶ୍ୱର ନିଜ ଇଚ୍ଛାନୁସାରେ ପୃଥିବୀ ନିବାସୀମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି। କେହି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନ ପାରେ ଓ କେହି ତାଙ୍କୁ କିଛି ପ୍ରଶ୍ନ କରି ନ ପାରେ। Gade chapit laପବିତ୍ର ବାଇବଲ (Re-edited) - (BSI)35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ଵର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କʼଣ କରୁଅଛ ଏହା ତାହାଙ୍କୁ କହି ନ ପାରେ। Gade chapit laଓଡିଆ ବାଇବେଲ35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କ’ଣ କରୁଅଛ ଏହା ତାହାଙ୍କୁ କହି ନ ପାରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ। Gade chapit la |
ତେଣୁ ସେହି ନାବିକମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ପ୍ରଭୁ, ଆମ୍ଭେମାନେ ଯୂନସକୁ ସମୁଦ୍ର ମଧ୍ୟକୁ ପକାଉଛୁ କାରଣ ସେ ବହୁ ମନ୍ଦକାର୍ଯ୍ୟ କରିଛି। ଏଥିପାଇଁ ଆମ୍ଭକୁ ଦୋଷୀ କର ନାହିଁ, ସତେ ଯେପରି ଆମ୍ଭେ ଏକ ନିରୀହ ବ୍ୟକ୍ତିକୁ ବଧ କରୁଅଛୁ। ପୁଣି ନିରୀହ ବ୍ୟକ୍ତିର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଅ ନାହିଁ। ଆମ୍ଭେମାନେ ଜାଣୁ ତୁମ୍ଭେ ସଦାପ୍ରଭୁ ଅଟ ଏବଂ ତୁମ୍ଭେ ଯାହା ଗ୍ଭହିଁବ ତାହା କରିବ। କିନ୍ତୁ ଆମ୍ଭମାନଙ୍କ ପ୍ରତି ସଦୟ ହୁଅ।”