Biblia Todo Logo
Bib sou entènèt

- Piblisite -




ଦାନିୟେଲ 5:10 - ପବିତ୍ର ବାଇବଲ

10 ତା'ପରେ ରାଣୀ ଭୋଜନଗାରକୁ ଆସିଲେ। ସେ ରାଜା ଓ ତାଙ୍କର ଅଧିକାରୀଗଣଙ୍କ କଥା ଶୁଣିଥିଲେ। ସେ କହିଲେ, “ହେ ରାଜା, ଦୀର୍ଘଜୀବୀ ହୁଅ, ତୁମ୍ଭର ଭାବନା ତୁମ୍ଭକୁ ଉ‌‌ଦ୍‌‌ବିଗ୍ନ ନ କରୁ କି ତୁମ୍ଭର ମୁଖମଣ୍ତଳ ବିବର୍ଣ୍ଣ ନ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, ହେ ରାଜନ୍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।

Gade chapit la Kopi

ଓଡିଆ ବାଇବେଲ

10 ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, ହେ ରାଜନ୍‍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍‍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, “ହେ ରାଜନ୍‍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍‍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।

Gade chapit la Kopi




ଦାନିୟେଲ 5:10
10 Referans Kwoze  

ସେମାନେ ନବୂଖ‌ଦ୍‌ନିତ୍ସରଙ୍କୁ ଆଶୀର୍ବାଦ କରି କହିଲେ, “ହେ ମହାରାଜ, ଚିରଜୀବି ହୁଅନ୍ତୁ।


ତେଣୁ ଏହି ଲୋକମାନେ ରାଜାଙ୍କ ନିକଟକୁ ଗଲେ ଏବଂ କହିଲେ, “ହେ ରାଜ ଦାରିୟାବସ, ଆପଣ ଚିରଜୀବି ହୁଅନ୍ତୁ।


ତା'ପରେ କ‌‌ଲ୍‌‌‌‌ଦୀୟମାନେ ଅରାମୀୟ ଭାଷାରେ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବି ହୁଅନ୍ତୁ, ଆପଣ ଏ ଦାସମାନଙ୍କୁ ସ୍ୱପ୍ନଟି କୁହନ୍ତୁ। ଆମ୍ଭେ ତାହାର ଅର୍ଥ ପ୍ରକାଶ କରିବୁ।”


ଦାନିୟେଲ ଉତ୍ତର କଲେ, “ହେ ରାଜା ଚିରଜୀବୀ ହୁଅନ୍ତୁ।


“ତେଣୁ ତୁମ୍ଭେ ମୋତେ ତୁମ୍ଭର ବୃଥା କଥାରେ ସାନ୍ତ୍ୱନା ଦେଇ ପାରିବ ନାହିଁ। ତୁମ୍ଭର ସମସ୍ତ ଉତ୍ତରଗୁଡ଼ିକ ଭୁଲ୍ ଅଟେ।”


କିନ୍ତୁ ତୁମ୍ଭେମାନେ ଏକ କୁହୁକ ବିଦ୍ୟାକାରୀ ଏବଂ ମୂଲ୍ୟହୀନ ବୈଦ୍ୟ ଅଟ।


ତା'ପରେ ବ‌ତ୍‌ଶେବା ରାଜାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିଲେ, “ମୋ’ ମହାରାଜ ଦାଉଦ, ଦୀର୍ଘଜୀବୀ ହୁଅନ୍ତୁ!”


ତହିଁରେ ରାଜା ଭୟଭୀତ ହେଲେ ତାଙ୍କର ମୁଖ ବିବର୍ଣ୍ଣ ହେଲା। ତାଙ୍କର ଆଣ୍ଠୁ ଥରିଲା ଓ ଆଣ୍ଠୁକୁ ଆଣ୍ଠୁ ବାଜିଲା। ତାଙ୍କର ଗୋଡ଼ ଏତେ ଦୁର୍ବଳ ହେଲା ଯେ ସେ ଛିଡ଼ା ହୋଇ ପାରିଲେ ନାହିଁ।


Swiv nou:

Piblisite


Piblisite