ଦାନିୟେଲ 5:13 - ପବିତ୍ର ବାଇବଲ13 ତହୁଁ ଦାନିୟେଲଙ୍କୁ ରାଜାଙ୍କ ଛାମୁକୁ ଅଣାଗଲା। ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜ ଯିହୁଦା ଦେଶରୁ ଯେଉଁ ନିର୍ବାସିତ ଯିହୁଦୀମାନଙ୍କୁ ଆଣିଥିଲେ ସେମାନଙ୍କ ମଧ୍ୟରେ ତୁମ୍ଭେ ଦାନିୟେଲ ଅନ୍ୟତମ ଅଟକି? Gade chapit laପବିତ୍ର ବାଇବଲ (Re-edited) - (BSI)13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା। ରାଜା ଦାନିୟେଲଙ୍କୁ କହିଲା, ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ? Gade chapit laଓଡିଆ ବାଇବେଲ13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ? Gade chapit la |
ବହୁତ ଲୋକ ସେହି ଅଞ୍ଚଳରେ ବାସ କରୁଥିଲେ ଯେଉଁମାନେ କି ଯିହୁଦା ଓ ବିନ୍ୟାମୀନମାନଙ୍କୁ ବିରୋଧ କରୁଥିଲେ। ସେମାନେ ଶୁଣିବାକୁ ପାଇଲେ ଯେ ନିର୍ବାସିତ ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଛନ୍ତି। ତେଣୁ ସେହି ଶତ୍ରୁମାନେ ସରୁବ୍ବାବିଲ ଓ ପିତୃବଂଶ ପ୍ରଧାନବର୍ଗମାନଙ୍କ ନିକଟକୁ ଆସିଲେ ଏବଂ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ନିର୍ମାଣ କରିବାକୁ ଦିଅ। କାରଣ ଆମ୍ଭେମାନେ ତୁମ୍ଭ ପରି ଅଟୁ। ଆମ୍ଭେମାନେ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁ। ଏବଂ ସେହି ସମୟରୁ ଅଶୂରୀୟ ରାଜା ଏସର-ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଛନ୍ତି, ଆମ୍ଭେମାନେ ତାଙ୍କୁ ବଳିଦାନ କରୁଅଛୁ।”