Biblia Todo Logo
Bib sou entènèt

- Piblisite -




ଦାନିୟେଲ 5:15 - ପବିତ୍ର ବାଇବଲ

15 ମୋର ରାଜ୍ୟର ଜ୍ଞାନୀ ଲୋକମାନେ ମୋ’ ପାଖକୁ ଆସିଥିଲେ। କିନ୍ତୁ ସେମାନେ କାନ୍ଥରେ ଲେଖା ହୋଇଥିବା ଅର୍ଥ ପ୍ରକାଶ କରି ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ଵାନ୍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍‍ ଓ ଗଣକମାନେ ମୋ’ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍‍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ।

Gade chapit la Kopi




ଦାନିୟେଲ 5:15
6 Referans Kwoze  

ବର୍ତ୍ତମାନ ତୁମ୍ଭେମାନେ ମାୟାବୀ ଯାଦୁବିଦ୍ୟା ଉପରେ ନିର୍ଭର କର, ଯାହା ତୁମ୍ଭେମାନେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭେମାନେ ସେଗୁଡ଼ିକୁ ବ୍ୟବହାରରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭେମାନେ ଜିତିପାର।


“ମୁଁ, ରାଜା ନବୂଖ‌ଦ୍‌ନିତ୍ସର, ଏହି ସ୍ୱପ୍ନ ଦେଖିଥିଲି। ବର୍ତ୍ତମାନ ହେ ବେ‌‌ଲ୍‌‌‌‌ଟଶତ୍ସର, ଏହାର ଅର୍ଥ ବ୍ୟାଖ୍ୟା କର। ମୋ’ ରାଜ୍ୟର ସମସ୍ତ ବିଦ୍ୱାନ ଲୋକମାନେ ଏହାର ଅର୍ଥ ବ୍ୟାଖ୍ୟା କରିବାକୁ ଅକ୍ଷମ ଅଟନ୍ତି। ମାତ୍ର ତୁମ୍ଭେ କେବଳ ଜଣେ, ଯିଏ କି ଏହା କରି ପାରିବ। କାରଣ ତୁମ୍ଭ ଅନ୍ତରରେ ପବିତ୍ର ପରମେଶ୍ୱରଙ୍କର ଆତ୍ମା ବିରାଜିତ ଅଟେ।”


ମୁଁ ତୁମ୍ଭ ବିଷୟରେ ଶୁଣୁଅଛି ଯେ ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି ଓ ଜ୍ଞାନ, ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ମହିମା ତୁମ୍ଭଠାରେ ଦେଖାଯାଏ।


Swiv nou:

Piblisite


Piblisite