ଦାନିୟେଲ 5:19 - ପବିତ୍ର ବାଇବଲ19 ପରମେଶ୍ୱର ତାଙ୍କୁ ଏପରି ମହିମାନ୍ୱିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ। ସେ ଯାହାକୁ ମାରିବାକୁ ଗ୍ଭହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଗ୍ଭହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସାରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସାରେ ଜଣେ ଅବନତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ। Gade chapit laଓଡିଆ ବାଇବେଲ19 ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ। Gade chapit la |
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କିଛିକ୍ଷଣ ଅବାକ୍ ହୋଇ ରହିଲେ। ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର ସେହି ସ୍ୱପ୍ନ କିମ୍ବା ତାହାର ଅର୍ଥ ତୁମ୍ଭକୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ମହାଶୟ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତାହାର ଅର୍ଥ ଘଟୁ।