Biblia Todo Logo
Bib sou entènèt

- Piblisite -




ଦାନିୟେଲ 5:8 - ପବିତ୍ର ବାଇବଲ

8 ତେଣୁ ରାଜାଙ୍କର ସମସ୍ତ ବିଦ୍ୱାନ ଲୋକ ଭିତରକୁ ଯଦିଓ ଆସିଲେ, ସେମାନେ ଲେଖା ପଢ଼ି ପାରିଲେ ନାହିଁ କି ତାହାର ଅର୍ଥ ବୁଝିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ରାଜାର ସମସ୍ତ ବିଦ୍ଵାନ୍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ରାଜାର ସମସ୍ତ ବିଦ୍ୱାନ୍‍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ରାଜାର ସମସ୍ତ ବିଦ୍ୱାନ୍‍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।

Gade chapit la Kopi




ଦାନିୟେଲ 5:8
9 Referans Kwoze  

ଦାନିୟେଲ ରାଜାଙ୍କୁ ଉତ୍ତର ଦେଇ କହିଲା, “ମହାରାଜ, ଆପଣ ଯେଉଁ ନିଗୂଢ଼ କଥା ପଗ୍ଭରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରଜ୍ଞ ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ।


ଯେତେବେଳେ ମନ୍ତ୍ରଜ୍ଞଗଣକ କ‌‌ଲ୍‌‌‌‌ଦୀୟ ଓ ଶୁଭାଶୁଭବାଦୀମାନେ ମୋ’ ନିକଟକୁ ଆସିଲେ, ମୁଁ ସେମାନଙ୍କୁ ସ୍ୱପ୍ନ ବିଷୟରେ ଜଣାଇଲି, ମାତ୍ର ସେମାନେ ତାହାର ଅର୍ଥ ମୋତେ କହି ପାରିଲେ ନାହିଁ।


ଏହା ପରେ ପ୍ରଭାତରେ ତାଙ୍କର ମନ ଉ‌ଦ୍‌ବିଗ୍ନ ହେଲା। ତେଣୁ ସେ ଲୋକ ପଠାଇ ମିଶର ଦେଶୀୟ ପ୍ରତ୍ୟେକ ମନ୍ତ୍ରଜ୍ଞ ଓ ଜ୍ଞାନୀ ଲୋକମାନଙ୍କୁ ଡକାଇଲେ। ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କୁହନ୍ତେ ସେମାନଙ୍କ ମଧ୍ୟରୁ କେହି ତା'ର ଅର୍ଥ କହି ପାରିଲେ ନାହିଁ।


ମୋର ରାଜ୍ୟର ଜ୍ଞାନୀ ଲୋକମାନେ ମୋ’ ପାଖକୁ ଆସିଥିଲେ। କିନ୍ତୁ ସେମାନେ କାନ୍ଥରେ ଲେଖା ହୋଇଥିବା ଅର୍ଥ ପ୍ରକାଶ କରି ପାରିଲେ ନାହିଁ।


ଏ ଉଭୟ ଘଟଣା ସହସା ଏକ ମୁହୂର୍ତ୍ତରେ ଘଟିବ। ପ୍ରଥମେ ସନ୍ତାନ ବିରହ ଓ ପରେ ବୈଧବ୍ୟ ତୁମ୍ଭ ପ୍ରତି ଘଟିବ। ତୁମ୍ଭର ଅପାର ଶକ୍ତିଶାଳୀ କୌଶଳ ଓ ମାୟାବୀତ୍ୱ କିଛି ସାହାଯ୍ୟ କରିବ ନାହିଁ। ଏ ଦୁଇଟି ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।


ସଦାପ୍ରଭୁ କହନ୍ତି, “କ‌‌ଲ୍‌‌ଦୀୟମାନଙ୍କୁ ବାବିଲର ଅଧିପତିଗଣଙ୍କୁ ଓ ଜ୍ଞାନୀମାନଙ୍କୁ ‌‌ଖ‌ଡ଼୍‌ଗ ବିନାଶ କରିବ।


“ମୁଁ, ରାଜା ନବୂଖ‌ଦ୍‌ନିତ୍ସର, ଏହି ସ୍ୱପ୍ନ ଦେଖିଥିଲି। ବର୍ତ୍ତମାନ ହେ ବେ‌‌ଲ୍‌‌‌‌ଟଶତ୍ସର, ଏହାର ଅର୍ଥ ବ୍ୟାଖ୍ୟା କର। ମୋ’ ରାଜ୍ୟର ସମସ୍ତ ବିଦ୍ୱାନ ଲୋକମାନେ ଏହାର ଅର୍ଥ ବ୍ୟାଖ୍ୟା କରିବାକୁ ଅକ୍ଷମ ଅଟନ୍ତି। ମାତ୍ର ତୁମ୍ଭେ କେବଳ ଜଣେ, ଯିଏ କି ଏହା କରି ପାରିବ। କାରଣ ତୁମ୍ଭ ଅନ୍ତରରେ ପବିତ୍ର ପରମେଶ୍ୱରଙ୍କର ଆତ୍ମା ବିରାଜିତ ଅଟେ।”


ମୁଁ ନବୂଖ‌ଦ୍‌ନିତ୍ସର ମୋର ନିଜ ପ୍ରାସାଦରେ ଶାନ୍ତି ଓ ଶକ୍ତିଶାଳୀ ଥିଲି।


Swiv nou:

Piblisite


Piblisite