Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:1 - ପବିତ୍ର ବାଇବଲ

1 ଦାରିୟାବସ ଚିନ୍ତାକଲେ ସମୁଦାୟ ରାଜ୍ୟରେ ଶାସନ କରିବକୁ 120 କ୍ଷିତିପାଳ ନିଯୁକ୍ତ କଲେ ଭଲ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଦାରୀୟାବସ ସମୁଦାୟ ରାଜ୍ୟରେ ଏକଶତ ବିଂଶତି ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ

Gade chapit la Kopi

ଓଡିଆ ବାଇବେଲ

1 ଦାରୀୟାବସ ସମୁଦାୟ ରାଜ୍ୟରେ ଏକଶତ ବିଂଶତି ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଦାରୀୟାବସ ସମୁଦାୟ ରାଜ୍ୟରେ ଏକ ଶହ କୋଡ଼ିଏ ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ

Gade chapit la Kopi




ଦାନିୟେଲ 6:1
9 Referans Kwoze  

ପୁଣି ମାଦୀୟ ଦାରିୟାବସ ରାଜ୍ୟ ପ୍ରାପ୍ତ ହେଲା। ସେ ସମୟରେ ତାହାର ବୟସ ବାଷଠି ବର୍ଷ ହୋଇଥିଲା।


ଅକ୍ଷଶ୍ୱେରଶ ରାଜାଙ୍କ ସମୟରେ ଏପରି ଘଟିଥିଲା ଯେ ସେ ହିନ୍ଦୁସ୍ଥାନରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶ ଉପରେ ରାଜତ୍ୱ କଲେ।


ରାଜାଙ୍କ ଦ୍ୱାରା ପ୍ରେରିତ ନେତାମାନଙ୍କର ଆଜ୍ଞା ପାଳନ କର। ମନ୍ଦ କାମ କରୁଥିବା ଲୋକଙ୍କୁ ଦଣ୍ଡ ଦେବା ଓ ଭଲ କାମ କରୁଥିବା ଲୋକଙ୍କୁ ପ୍ରଶଂସା କରିବା ଲାଗି ସେମାନଙ୍କୁ ପଠାଯାଇଥାଏ।


ସେହି ପ୍ରତିମା ସ୍ଥାପନର ପ୍ରତିଷ୍ଠା ନିମନ୍ତେ ଆସିବାକୁ ରାଜା ସମସ୍ତ କ୍ଷିତିପାଳ, ରାଜପ୍ରତିନିଧି, ଦେଶାଧ୍ୟକ୍ଷ ବିଗ୍ଭରକର୍ତ୍ତା, କୋଷାଧ୍ୟକ୍ଷ, ବ୍ୟବସ୍ଥାପକ, ବେବର୍ତ୍ତା ଓ ପ୍ରାଦେଶିକ ଶାସକଙ୍କୁ ଏକତ୍ର କରିବା ନିମନ୍ତେ ଲୋକ ପ୍ରେରଣ କଲା।


ସେହି ରାଜା ତିନି ଜଣ ତଦାରଖକାରୀଙ୍କୁ ସୁବେଦାର ଉପରେ ନିଯୁକ୍ତ କଲେ, ଯେପରି ସେମାନେ ରାଜାଙ୍କୁ ଠକି ନ ପାରିବେ ଓ କ୍ଷତି ସହି ପାରିବେ। ଏହି ତିନି ଜଣ ନିରୀକ୍ଷକ ମଧ୍ୟରେ ଦାନିୟେଲ ଥିଲେ ଅନ୍ୟତମ।


ତାହାର ବିରୁଦ୍ଧରେ ସମସ୍ତ ଗୋଷ୍ଠୀକୁ, ମାଦୀୟ ରାଜଗଣକୁ ସେମାନଙ୍କର ଦେଶାଧ୍ୟକ୍ଷ, ଅଧିପତି ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।


ଦାରିୟାବସଙ୍କ ରାଜତ୍ୱର ପ୍ରଥମ ବର୍ଷରେ ଏହିସବୁ ଘଟଣାମାନ ଘଟିଲା। ଦାରିୟାବସ୍ ମାଦୀୟ ବଂଶର ଉତ୍ତରାଧିକାରୀ ଥିଲେ। ତାଙ୍କର ପିତା ଅକ୍ଷଶ୍ୱେରସର ଥିଲେ। ସେ କ‌‌ଲ୍‌‌‌‌ଦୀୟର ରାଜା ପଦରେ ଉପଯୋଗୀ ହେଲେ।


“ପୁଣି ମାଦୀୟ ଦାରିୟାବସର ଅଧିକାରର ପ୍ରଥମ ବର୍ଷରେ ଆମ୍ଭେ ତାହାକୁ ସୁସ୍ଥିର ଓ ସବଳ କରିବା ପାଇଁ ଠିଆ ହେଲୁ।


Swiv nou:

Piblisite


Piblisite