ଦାନିୟେଲ 6:11 - ପବିତ୍ର ବାଇବଲ11 ତା'ପରେ ସେହି ଲୋକମାନେ ଏକତ୍ରିତ ହୋଇ ଦାନିୟେଲ ନିକଟକୁ ଗଲେ ଓ ତାଙ୍କୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରୁଥିବାର ଦେଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ। Gade chapit laଓଡିଆ ବାଇବେଲ11 ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ। Gade chapit la |