Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:14 - ପବିତ୍ର ବାଇବଲ

14 ତହୁଁ ରାଜା ଦୁଃଖିତ ଓ ବିବ୍ରତ ହୋଇ ପଡ଼ିଲା। ସେ ଦାନିୟେଲକୁ ଉଦ୍ଧାର କରିବା ପାଇଁ ସ୍ଥିର କଲା। ଆଉ ତାହାକୁ ରକ୍ଷା କରିବା ପାଇଁ ସନ୍ଧ୍ୟା ପର୍ଯ୍ୟନ୍ତ ଉପାୟ ଚିନ୍ତା କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯନି କଲା।

Gade chapit la Kopi

ଓଡିଆ ବାଇବେଲ

14 ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଚେଷ୍ଟା କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଚେଷ୍ଟା କଲା।

Gade chapit la Kopi




ଦାନିୟେଲ 6:14
10 Referans Kwoze  

ରାଜା ହେରୋଦ ବହୁତ ଦୁଃଖ କଲେ। କିନ୍ତୁ ସେ ଝିଅର ଇଚ୍ଛା ଅନୁସାରେ ଦାନ ଦେବାକୁ ଶପଥ କରି ସାରିଥିଲେ। ସେଠାରେ ହେରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ୟ ହେରୋଦଙ୍କ ଶପଥ ବିଷୟରେ ଶୁଣି ସାରିଥିଲେ। ତେଣୁ ଝିଅ ଯାହା ମାଗିଥିଲା, ତାହା ଦେବା ପାଇଁ ହେରୋଦ ମନା କରିବାକୁ ଇଚ୍ଛା କଲେ ନାହିଁ।


ଏହି ସମ୍ବାଦ ଶୁଣି ନବୂଖ‌ଦ୍‌ନିତ୍ସର କ୍ରୋଧାନ୍ୱିତ ହୋଇ ତାଙ୍କର ଲୋକମାନଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଆଣିବା ପାଇଁ ପଠାଇଲେ। ତେଣୁ ତାଙ୍କର ଲୋକମାନେ ସେମାନଙ୍କୁ ରାଜାଙ୍କର ବିଗ୍ଭରାଳୟ ଛାମୁକୁ ଆଣିଲେ।


ଦାନ୍ ଗୋଷ୍ଠୀରୁ 28,600 ଲୋକ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇ ରହିଥିଲେ।


ଏହା ପରେ ହାମନ୍ ଅକ୍ଷଶ୍ୱେରଶ ରାଜାକୁ କହିଲା, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ କୃତ ଏକ ଦେଶୀୟ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ ସେମାନେ ମଧ୍ୟ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ। ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ୍ ନୁହେଁ।


ଏହି ଯୁବକମାନଙ୍କ ମଧ୍ୟରେ ଯିହୁଦା ପରିବାରବର୍ଗୀୟ ଦାନିୟେଲ, ହନାନିୟ, ମୀଶାୟେଲ ଓ ଅସରିୟ ଥିଲେ।


ଆଉ ଆପଣ ବାବିଲ ପ୍ରଦେଶର ରାଜ କର୍ମରେ ନିଯୁକ୍ତ କରିଥିବା କେତେକ ଯିହୁଦୀ ଲୋକ, ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ ଯେଉଁମାନେ କି ଆପଣଙ୍କ ଆଜ୍ଞା ପାଳନ କରି ନାହାନ୍ତି। ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କି ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପୂଜା କରନ୍ତି ନାହିଁ।”


Swiv nou:

Piblisite


Piblisite