Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:18 - ପବିତ୍ର ବାଇବଲ

18 ତା'ପରେ ରାଜା ଆପଣା ପ୍ରାସାଦକୁ ଯାଇ ଉପବାସରେ ରାତ୍ରି ଯାପନ କଲେ। ଆଉ ବାଦ୍ୟଯନ୍ତ୍ର ବଜାଇ ତାଙ୍କ ଆଗକୁ ଆସିବାକୁ କାହାରିକୁ ଅନୁମତି ମିଳିଲା ନାହିଁ। ରାତ୍ରିସାରା ସେ ଉଜାଗର ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା।

Gade chapit la Kopi

ଓଡିଆ ବାଇବେଲ

18 ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା।

Gade chapit la Kopi




ଦାନିୟେଲ 6:18
16 Referans Kwoze  

ଅନନ୍ତର ନବୂଖ‌ଦ୍‌ନିତ୍ସର ରାଜତ୍ୱର ଦ୍ୱିତୀୟ ବର୍ଷରେ କେତେକ ସ୍ୱପ୍ନ ଦେଖିଲେ। ଏଥିରେ ତାହାର ଆତ୍ମା ଉ‌‌ଦ୍‌‌ବିଗ୍ନ ହେଲା ଓ ସେ ଶୋଇ ପାରିଲେ ନାହିଁ।


ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ। ଏଣୁ ସେ କଚେରୀ ବୃତ୍ତାନ୍ତ ପୁସ୍ତକ ଆଣିବାକୁ ଆଜ୍ଞା କଲେ, ଏବଂ ତାହା ରାଜାଙ୍କ ସମ୍ମୁଖରେ ପାଠ କରାଗଲା।


ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ। ମୁଁ ଏମନ୍ତ ବ୍ୟାକୁଳ ଯେ କଥା କହିପାରୁ ନାହିଁ।


ତୋ’ଠାରେ କେହିହେଲେ ଆଉ ଲୋକମାନଙ୍କର ବୀଣାର ସଙ୍ଗୀତ ଓ ବଂଶୀ, ତୂରୀ ଭଳି ଅନ୍ୟ ବାଦ୍ୟଯନ୍ତ୍ର ଶୁଣିବେ ନାହିଁ। ତୋ’ଠାରେ କୌଣସି ଶିଳ୍ପର କାରିଗରମାନେ ଆଉ ଦେଖାଯିବେ ନାହିଁ। ତୋ’ଠାରେ ଚକିପେଷାର ଶବ୍ଦ ଆଉ କେବେ ହେଲେ ଶୁଣାଯିବ ନାହିଁ।


ମୁଁ ରୂପା ଓ ସୁନା ଏବଂ ନାନା ରାଜାର ଓ ନାନା ପ୍ରଦେଶର ବହୁତ ସମ୍ପତ୍ତି ସଂଗ୍ରହ କଲି, ମୁଁ ଗାୟକ ଓ ଗାୟିକା ଆଉ ମନୁଷ୍ୟ ତୁଷ୍ଟିକାରିଣୀ ଅନେକ ଉପପତ୍ନୀ ପାଇଲି।


ଆମ୍ଭେମାନେ ସେଠାରେ ଥିବା ବାଇଶୀ ବୃକ୍ଷରେ ନିଜ ନିଜର ବୀଣା ଟଙ୍ଗାଇ ରଖିଲୁ।


ସେମାନେ ତବଲା ଓ ବୀଣା ବଜାଇ ନୃତ୍ୟ ଗୀତରେ ମାତନ୍ତି।


ଆହାବ ଏହିକଥା ଶୁଣି ଅତ୍ୟନ୍ତ ମର୍ମାହତ ହେଲେ। ସେ ନିଜର ବସ୍ତ୍ର ଚିରିଲେ ଓ ଦୁଃଖର ଚିହ୍ନ ସ୍ୱରୂପ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ସେ ଅତି ଦୁଃଖିତ ଓ ବିବ୍ରତ ହେଲେ।


ଶାଉଲଙ୍କର ପୌତ୍ର ମଫୀବୋଶତ୍ ରାଜାଙ୍କୁ ଭେଟିବା ପାଇଁ ଆସିଲା। ରାଜା ଯିରୁଶାଲମ ଛାଡ଼ିବା ଦିନଠାରୁ ମଫୀବୋଶତ୍ ତା'ର ଦାଢ଼ି କାଟି ନ ଥିଲା। ନିଜର ପାଦ ଧୋଇ ନ ଥିଲା, ତା'ର ବସ୍ତ୍ର ମଧ୍ୟ ସଫା କରି ନ ଥିଲା।


ପରଦିନ ପ୍ରଭାତରେ ରାଜା ସିଂହମାନଙ୍କ ଗୁମ୍ଫା ନିକଟରେ ତରବର ହୋଇ ପହଞ୍ଚିଲେ।


ଏହି ତିନି ସପ୍ତାହ ଧରି ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ କି କୌଣସି ମାଂସ ଭକ୍ଷ୍ୟଣ କଲି ନାହିଁ କି ଦ୍ରାକ୍ଷାରସ ପାନ କଲି ନାହିଁ। ଆଉ ମୁଁ ମୋ’ ମୁଣ୍ତରେ ତୈଳ ଲଗାଇଲି ନାହିଁ।


ସେମାନେ ମୋତେ କୂପରେ ନିକ୍ଷେପ କରିଛନ୍ତି ଓ ମୋତେ ସଂହାର କରିବାକୁ ମୋ’ ଉପରେ ପ୍ରସ୍ତର ପକାଇ ଅଛନ୍ତି।


Swiv nou:

Piblisite


Piblisite