ଦାନିୟେଲ 6:19 - ପବିତ୍ର ବାଇବଲ19 ପରଦିନ ପ୍ରଭାତରେ ରାଜା ସିଂହମାନଙ୍କ ଗୁମ୍ଫା ନିକଟରେ ତରବର ହୋଇ ପହଞ୍ଚିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଅନନ୍ତର ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା। Gade chapit laଓଡିଆ ବାଇବେଲ19 ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା। Gade chapit la |