ଦାନିୟେଲ 6:2 - ପବିତ୍ର ବାଇବଲ2 ସେହି ରାଜା ତିନି ଜଣ ତଦାରଖକାରୀଙ୍କୁ ସୁବେଦାର ଉପରେ ନିଯୁକ୍ତ କଲେ, ଯେପରି ସେମାନେ ରାଜାଙ୍କୁ ଠକି ନ ପାରିବେ ଓ କ୍ଷତି ସହି ପାରିବେ। ଏହି ତିନି ଜଣ ନିରୀକ୍ଷକ ମଧ୍ୟରେ ଦାନିୟେଲ ଥିଲେ ଅନ୍ୟତମ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଓ ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ଓ ରାଜାର ଯେପରି କିଛି କ୍ଷତି ନ ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ। Gade chapit laଓଡିଆ ବାଇବେଲ2 ଓ ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ଓ ରାଜାର ଯେପରି କିଛି କ୍ଷତି ନ ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଓ ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ଓ ରାଜାର ଯେପରି କିଛି କ୍ଷତି ନ ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ। Gade chapit la |
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।