Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:25 - ପବିତ୍ର ବାଇବଲ

25 ସେତେବେଳେ ଦାରିୟାବସ ସମଗ୍ର ପୃଥିବୀବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କୁ ପତ୍ର ଲେଖିଲା। ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟରୂପରେ ଶାନ୍ତି ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀ-ନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀ-ମାନଙ୍କ ନିକଟକୁ ପତ୍ର ଲେଖିଲା; ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।

Gade chapit la Kopi

ଓଡିଆ ବାଇବେଲ

25 ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।

Gade chapit la Kopi




ଦାନିୟେଲ 6:25
14 Referans Kwoze  

ସମୁଦାୟ ପୃଥିବୀ ନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖ‌ଦ୍‌ନିତ୍ସର ରାଜାଙ୍କର ବିଜ୍ଞାପନ, ତୁମ୍ଭମାନଙ୍କର ବାହୁଲ୍ୟରୂପେ ଶାନ୍ତି ହେଉ।


ପରମେଶ୍ୱର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହେବା ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁ ଖ୍ରୀଷ୍ଟଙ୍କ ରକ୍ତ ଦ୍ୱାରା ପବିତ୍ର ହୋଇ ତୁମ୍ଭେ ଯେପରି ପରମେଶ୍ୱରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଗ୍ଭହିଁଥିଲେ। ଈଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବର୍ତ୍ତୁ।


ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତେଇଶ୍ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖୟର ଆଜ୍ଞା ଅନୁସାରେ ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷାରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ। ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲେଖାଗଲା।


ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ, ହାମ‌ନ୍‌ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜ ପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା। ତାହା ଅକ୍ଷଶ୍ୱେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।


ଏଥିରେ ରାଜା ମନ୍ତ୍ରି ରହୂମର ଓ ଲେଖକ ଶି‌‌‌‌‌‌ମ୍‌‌‌‌‌‌ଶୟର ଓ ସେମାନଙ୍କ ଶମରିୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା। ଯଥା, ତୁମ୍ଭମାନଙ୍କର ମଙ୍ଗଳ ହେଉ।


ପରମେଶ୍ୱରଙ୍କର ଦୟା, ପ୍ରେମ ଓ ଶାନ୍ତି ପ୍ରଚୁର ଭାବରେ ତୁମ୍ଭେମାନେ ଭୋଗ କର।


ଅନୁଗ୍ରହ ଓ ଶାନ୍ତି ପ୍ରଚୁର ଭାବେ ତୁମ୍ଭକୁ ମିଳୁ। ତୁମ୍ଭେମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଜାଣିଥିବାରୁ ତୁମ୍ଭେ ଅନୁଗ୍ରହ ଓ ଶାନ୍ତି ପାଇବ।


ତା'ପରେ ରାଜାଙ୍କର ଜଣେ ଘୋଷକ ଉଚ୍ଚ ସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ବିଭିନ୍ନ ଭାଷାବାଦୀଦଳ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଗଲା।


ତେବେ ସେ ଆପଣା ଭାଇପ୍ରତି ଯେପରି କରିବାକୁ ଯୋଜନା କରିଥିଲା, ତାହା ପ୍ରତି ସେହିପରି କରିବ ଏବଂ ଏହି ପ୍ରକାରେ ତୁମ୍ଭେମାନେ ଇସ୍ରାଏଲରୁ ଦୁଷ୍ଟତା ଦୂର କରିବା ଉଚିତ୍।


ଏଥିରେ ହାମନ୍, ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସେମାନେ ହାମ‌ନ୍‌କୁ ଫାଶି ଦେଲେ। ତହିଁରେ ରାଜାଙ୍କର କ୍ରୋଧ ଶାନ୍ତ ହେଲା।


ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।


ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି। ହିଗାୟୋନ୍‍ ସେଲା


ଜଣେ ଧାର୍ମିକ ମନୁଷ୍ୟ ସମସ୍ୟାରୁ ରକ୍ଷା ପାଏ ଏବଂ ତା ବଦଳରେ ଏହା ଦୁଷ୍ଟ ମନୁଷ୍ୟ ଉପରକୁ ଆସେ।


Swiv nou:

Piblisite


Piblisite