ଦାନିୟେଲ 6:5 - ପବିତ୍ର ବାଇବଲ5 ଶେଷରେ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କ ବିଷୟରେ କୌଣସି ଦୋଷ ପାଇବା ନାହିଁ। ତେଣୁ ତାଙ୍କ ପରମେଶ୍ୱର ବ୍ୟବସ୍ଥା ସମ୍ବନ୍ଧରେ ଦୋଷ ଦେଖିବା।” Gade chapit laପବିତ୍ର ବାଇବଲ (Re-edited) - (BSI)5 ତହୁଁ ସେହି ଲୋକମାନେ କହିଲେ, ଆମ୍ଭେମାନେ ଦାନିୟେଲର ପରମେଶ୍ଵରଙ୍କ ବ୍ୟବସ୍ଥା ସମ୍ଵନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ। Gade chapit laଓଡିଆ ବାଇବେଲ5 ତହୁଁ ସେହି ଲୋକମାନେ କହିଲେ, ଆମ୍ଭେମାନେ ଦାନିୟେଲର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।” Gade chapit la |