Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:9 - ପବିତ୍ର ବାଇବଲ

9 ତେଣୁ ରାଜା ଦାରିୟାବସ ସେହି ଲେଖା ଓ ନିଷେଧ ସ୍ୱାକ୍ଷର କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଣୁ ରାଜା ଦାରୀୟାବସ ସେହି ଲେଖା ଓ ନିଷେଧ-ବିଧିରେ ସ୍ଵାକ୍ଷର କଲା।

Gade chapit la Kopi

ଓଡିଆ ବାଇବେଲ

9 ଏଣୁ ରାଜା ଦାରୀୟାବସ ସେହି ଲେଖା ଓ ନିଷେଧ- ବିଧିରେ ସ୍ୱାକ୍ଷର କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଣୁ ରାଜା ଦାରୀୟାବସ ସେହି ଲେଖା ଓ ନିଷେଧ-ବିଧିରେ ସ୍ୱାକ୍ଷର କଲା।

Gade chapit la Kopi




ଦାନିୟେଲ 6:9
6 Referans Kwoze  

ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ।


ଅଧିପତିମାନଙ୍କ ଉପରେ ବିଶ୍ୱାସ ରଖିବା ଅପେକ୍ଷା ପରମେଶ୍ୱରଙ୍କଠାରେ ଶରଣାଗତ ହେବା ଉତ୍ତମ।


ତୁମ୍ଭେମାନେ ପ୍ରାଣବାୟୁଧାରୀ ମନୁଷ୍ୟ ଉପରେ ବିଶ୍ୱାସ ରଖିବ ନାହିଁ। ମନୁଷ୍ୟମାତ୍ରେ ମୃତ୍ୟୁ ସୁନିଶ୍ଚିତ। ଏମାନେ ଯେ ଈଶ୍ୱରଙ୍କ ପରି ବଳବାନ୍ ଏହା ତୁମ୍ଭେମାନେ ଚିନ୍ତା କରିବା ଉଚିତ୍ ନୁହେଁ।


ଯଦି ତୁମ୍ଭେ କର, ତେବେ ତୁମ୍ଭେ ଆପଣା ପ୍ରତିଜ୍ଞା ଦ୍ୱାରା ଫାନ୍ଦରେ ପଡ଼ିଅଛ ଓ ଆପଣା କଥା ପାଇଁ ଧରାଯାଇ ଅଛ।


“ଏଥିପାଇଁ ଯଦି ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ। ଏବଂ ଏହା ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ, ଯାହା ପରିବର୍ତ୍ତନ କରାଯାଇ ପାରିବ ନାହିଁ। ପୁଣି ମହାରାଜା ତାଙ୍କର ରାଣୀପଦ ତାହାଠାରୁ ଉତ୍ତମା ଏକ ସ୍ତ୍ରୀକୁ ଦିଅନ୍ତୁ।


Swiv nou:

Piblisite


Piblisite