ଦାନିୟେଲ 7:10 - ପବିତ୍ର ବାଇବଲ10 ତାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା ଓ ସହସ୍ର ସହସ୍ର ଲୋକ ତାଙ୍କର ଗ୍ଭରିପଟେ ଛିଡ଼ା ହେଲେ। ବିଗ୍ଭର ସଭା ବସିଲା ଓ ପୁସ୍ତକମାନ ଖୋଲାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।। Gade chapit laଓଡିଆ ବାଇବେଲ10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା। Gade chapit la |
ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କ୍ରୋଧ କରିଥିଲେ, କିନ୍ତୁ ବର୍ତ୍ତମାନ ତୁମ୍ଭ କ୍ରୋଧର ସମୟ ଉପସ୍ଥିତ, ମୃତମାନଙ୍କର ବିଗ୍ଭର ସମୟ ଆସିଛି; ତୁମ୍ଭ ସେବକମାନଙ୍କୁ ଭବିଷ୍ୟଦ୍ବକ୍ତାମାନଙ୍କୁ ପୁରସ୍କାର ଦେବାର ସମୟ ଆସିଛି, ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରତ୍ୟେକଙ୍କୁ ପୁରସ୍କାର ଦେବାର ସମୟ ଆସିଛି। ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହୋଇଛି।”
ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ।