ଦାନିୟେଲ 7:17 - ପବିତ୍ର ବାଇବଲ17 ‘ସେହି ଗ୍ଭରି ବୃହତ ପଶୁ ଗ୍ଭରି ରାଜା ଅଟନ୍ତି। ଆଉ ସେମାନେ ଏହି ପୃଥିବୀରୁ ଉତ୍ପନ୍ନ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସେହି ଚାରି ବୃହତ୍ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ। Gade chapit laଓଡିଆ ବାଇବେଲ17 ‘ସେହି ଚାରି ବୃହତ୍ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ‘ସେହି ଚାରି ବୃହତ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ। Gade chapit la |
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର। ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।