ଦାନିୟେଲ 7:18 - ପବିତ୍ର ବାଇବଲ18 ମାତ୍ର ପରମେଶ୍ୱରଙ୍କ ପବିତ୍ର ଲୋକମାନେ ରାଜ୍ୟ ପ୍ରାପ୍ତ ହେବେ ଓ ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’ Gade chapit laପବିତ୍ର ବାଇବଲ (Re-edited) - (BSI)18 ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍, ଅନ; କାଳ ଯାଏ ରାଜ୍ୟ ଭୋଗ କରିବେ। Gade chapit laଓଡିଆ ବାଇବେଲ18 ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍, ଅନନ୍ତ କାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିରକାଳ, ଅର୍ଥାତ୍, ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’ Gade chapit la |
ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।