ଦାନିୟେଲ 7:19 - ପବିତ୍ର ବାଇବଲ
19 “ତା'ପରେ ମୁଁ ଚତୁର୍ଥ ପଶୁ ସମ୍ମନ୍ଧରେ ସମସ୍ତ ତଥ୍ୟ ଜାଣିବାକୁ ଇଚ୍ଛା କଲି। ଏହା ଅତି ଭୟଙ୍କର ଥିଲା ଓ ଏହାର ଲୁହାର ଦାନ୍ତ ଓ ପିତ୍ତଳ ନଖସବୁ ଥିଲା। ସେ ସବୁକିଛି ଭାଙ୍ଗି ଚୂର୍ଣ୍ଣ କଲା ଓ ଗ୍ରାସ କଲା ଓ ଅବଶିଷ୍ଟ ସବୁ ପାଦରେ ଦଳି ଦେଲା।
Gade chapit la Kopi
19 ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦ; ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;
Gade chapit la Kopi
19 ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;