Biblia Todo Logo
Bib sou entènèt

- Piblisite -




ଦାନିୟେଲ 7:2 - ପବିତ୍ର ବାଇବଲ

2 ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ମୋର ଦର୍ଶନ ପାଇଲି ଯେ ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ତ ବେଗରେ ବହିଲା ସେହି ବାୟୁ ସମୁଦ୍ରକୁ ଅଶାନ୍ତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଦାନିୟେଲ କହିଲେ, ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ତ ରୂପେ ବହିଲା।

Gade chapit la Kopi

ଓଡିଆ ବାଇବେଲ

2 ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।

Gade chapit la Kopi




ଦାନିୟେଲ 7:2
13 Referans Kwoze  

ଏହିସବୁ ଘଟିବା ପରେ ମୁଁ ପୃଥିବୀର ଗ୍ଭରି କୋଣରେ ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ଠିଆ ହେବାର ଦେଖିଲି। ସେହି ଦୂତମାନେ ପୃଥିବୀର ଗ୍ଭରି ବାୟୁକୁ ଅଟକାଇ ଧରିଥିଲେ। ଯେପରି ପୃଥିବୀ କିମ୍ବା ସମୁଦ୍ର ଉପରେ କିମ୍ବା କୌଣସି ଗଛରେ ପବନ ନ ବହେ।


ତା'ପରେ ସେ ସ୍ୱର୍ଗଦୂତ ମୋତେ କହିଲେ, “ତୁମ୍ଭେ ଯେଉଁ ଜଳରାଶୀ ଉପରେ ବେଶ୍ୟା ବସୁଥିବାର ଦେଖିଲ, ସେହି ଜଳରାଶୀ ହେଉଛି ବିଭିନ୍ନ ଲୋକ, ବିଭିନ୍ନ ଦେଶ ଓ ଭାଷାମାନ।


ନିଜର ସ୍ୱର୍ଗଦୂତମାନଙ୍କୁ ପୃଥିବୀରେ ସର୍ବତ୍ର ପଠାଇବା ପାଇଁ ମନୁଷ୍ୟପୁତ୍ର ମହା ତୂରୀ ଧ୍ୱନି ସହିତ ଆସିବେ। ସେହି ସ୍ୱର୍ଗଦୂତମାନେ ମର୍ତ୍ତ୍ୟର ଗୋଟିଏ ଭାଗରୁ ଆଉ ଗୋଟିଏ ଭାଗ ପର୍ଯ୍ୟନ୍ତ ବୁଲି, ଗ୍ଭରିଆଡ଼ୁ ତାହାଙ୍କର ମନୋନୀତ ଲୋକଙ୍କୁ ଏକାଠି କରିବେ।


ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଗ୍ଭରି ବାୟୁକୁ ଏଲମ ବିରୁଦ୍ଧରେ ପ୍ରବାହିତ କରାଇବା। ଆଉ ସେହିସବୁ ବାୟୁ ଏଲମକୁ ପୃଥିବୀର ଗ୍ଭରିଆଡ଼େ ଛିନ୍ନଭିନ୍ନ କରିବ। ପୃଥିବୀର ଏପରି ଦେଶ ନ ଥିବ ଯେଉଁଠାକୁ ଏଲମର ପଳାତକ ଯାଇ ନ ଥିବେ।


ଏହା ପରେ ପରମେଶ୍ୱର ଦାନିୟେଲକୁ ଦର୍ଶନ ଦେଇ ଗୁପ୍ତ ବିଷୟରେ ଜଣାଇଲେ। ତହୁଁ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ଧନ୍ୟବାଦ କଲେ।


“ଏହା ପରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ମୋର ସମ୍ମୁଖରେ ଚତୁର୍ଥ ପଶୁ ଥିଲା। ସେ ଅତି ଭୟଙ୍କର, କ୍ଷମତାସମ୍ପନ୍ନ ଓ ଅତିଶୟ ବଳବାନ୍ ଥିଲା ଓ ତାହାର ବଡ଼ ବଡ଼ ଲୌହର ଦାନ୍ତ ଥିଲା। ସେ ଦୋଷୀମାନଙ୍କୁ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା। ଆଉ ଅବଶିଷ୍ଟ ଯାହା ରହିଲା ତାହା ପଦତଳେ ଦଳିତ କଲା। ସେ ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ ଥିଲା ଓ ତାହାର ଦଶ ଗୋଟି ଶିଙ୍ଗ ଥିଲା।


“ଆଉ ମୁଁ ରାତ୍ରିରେ ଦର୍ଶନରେ ଦେଖିଲି, ମନୁଷ୍ୟ ସଦୃଶ କେହି ଆକାଶରେ ମେଘରେ ଆସିଲେ। ଏବଂ ସେ ଆକାଶର ମେଘଖଣ୍ତ ଉପରେ ସେହି ବୃଦ୍ଧଙ୍କ ନିକଟକୁ ଆସିଲେ ଓ ସେମାନେ ତାଙ୍କୁ ତାହାଙ୍କ ଛାମୁକୁ ଆଣିଲେ।


ଯେତେବେଳେ ମୁଁ ଏଲମର ରାଜଧାନୀ ଶୂଶନ୍ ରେ ଥିଲି, ଏବଂ ଉଲୟ ନଦୀ ନିକଟରେ ଛିଡ଼ା ହେଉଥିଲି। ମୁଁ ଏହି ଦର୍ଶନ ପାଇଲି।


ସେହି ଛାଗ ଅତ୍ୟନ୍ତ ଶକ୍ତିଶାଳୀ ହୋଇ ନିଜର ପ୍ରତାପ ଦେଖାଉଥିଲା ବେଳେ ତା'ର ବୃହତ୍ ଶିଙ୍ଗ ଭାଙ୍ଗି ଗଲା ଓ ସେହି ସ୍ଥାନରେ ଗ୍ଭରି ଦିଗକୁ ଗ୍ଭରିଟି ବିଲକ୍ଷଣ ଶିଙ୍ଗ ଉତ୍ପନ୍ନ ହେଲା।


ସେହି ରାଜା ଯିବାପରେ, ତାଙ୍କର ରାଜ୍ୟ ଗ୍ଭରିଭାଗରେ ବିଭକ୍ତ ହେବ। ତାଙ୍କର ପ୍ରଭୁତ୍ୱ ତାଙ୍କ ପୁତ୍ର ନାତିଙ୍କ ମଧ୍ୟରେ ଦିଆଯିବ ନାହିଁ। ଏହା ଅନ୍ୟମାନଙ୍କ ମଧ୍ୟରେ ବଣ୍ଟନ ହେବ। ସେହି ରାଜ୍ୟଗୁଡ଼ିକ ପ୍ରଥମ ରାଜ୍ୟପରି ଶକ୍ତିଶାଳୀ ହେବ ନାହିଁ।


ସେହି ସ୍ୱର୍ଗଦୂତ ଉତ୍ତର ଦେଲେ, “ଏଗୁଡ଼ିକ ସ୍ୱର୍ଗର ଗ୍ଭରି ବାୟୁ। ସେମାନେ ସଦାପ୍ରଭୁଙ୍କର ନିକଟରୁ ବାହାରି ସମଗ୍ର ପୃଥିବୀକୁ ଯାଆନ୍ତି।


ଅନେକ ଗୋଷ୍ଠୀର କୋଳାହଳ ଶୁଣ। ସେମାନେ ସମୁଦ୍ରର ଗର୍ଜନ ତୁଲ୍ୟ ଘୋର ନାଦ କରୁଛନ୍ତି। ବହୁ ଦେଶର ଲୋକେ ମାଡ଼ି ଆସୁଛନ୍ତି। ସେମାନେ ଯେପରି ପ୍ରବଳ ବନ୍ୟା ଜଳ ସଦୃଶ ମାଡ଼ି ଆସୁଛନ୍ତି।


ବାବିଲ ଉପରେ ସମୁଦ୍ର ମାଡ଼ି ଆସିବ ଓ ତାହାର ଢେଉସବୁ ଗର୍ଜନ କରି ତାକୁ ଆଚ୍ଛାଦିତ କରିବ।


Swiv nou:

Piblisite


Piblisite