Biblia Todo Logo
Bib sou entènèt

- Piblisite -




ଦାନିୟେଲ 7:3 - ପବିତ୍ର ବାଇବଲ

3 ପୁଣି ମୁଁ ଦେଖିଲି, ଗ୍ଭରି ଭିନ୍ନ ପ୍ରକାରର ବୃହତ୍ ପଶୁ ସମୁଦ୍ରରୁ ଉଠି ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ୍ ପଶୁ ସମୁଦ୍ରରୁ ଉଠି ଆସିଲେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ୍‍ ପଶୁ ସମୁଦ୍ରରୁ ଉଠି ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ ପଶୁ ସମୁଦ୍ରରୁ ଉଠି ଆସିଲେ।

Gade chapit la Kopi




ଦାନିୟେଲ 7:3
9 Referans Kwoze  

ତା'ପରେ ମୁଁ ଗୋଟିଏ ପଶୁକୁ ସମୁଦ୍ର ଭିତରୁ ଉପରକୁ ଆସିବାର ଦେଖିଲି। ଏହାର ଦଶଟି ଶିଙ୍ଗ ଓ ସାତୋଟି ମୁଣ୍ଡ ଥିଲା। ପ୍ରତ୍ୟେକ ଶିଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା। ପ୍ରତ୍ୟେକ ମସ୍ତକରେ ପରମେଶ୍ୱରଙ୍କୁ ନିନ୍ଦା କରୁଥିବା ଖରାପ ନାମ ସବୁ ଲେଖାଯାଇଥିଲା।


‘ସେହି ଗ୍ଭରି ବୃହତ ପଶୁ ଗ୍ଭରି ରାଜା ଅଟନ୍ତି। ଆଉ ସେମାନେ ଏହି ପୃଥିବୀରୁ ଉତ୍ପନ୍ନ ହେବେ।


ପରମେଶ୍ୱର, ତୁମ୍ଭେ ପର୍ବତରୁ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରି ତେଜ୍ଜୋମୟ ଓ ମହିମାନ୍ୱିତ ଭାବେ ଫେରି ଆସ।


ତୁମ୍ଭେ ଯେଉଁ ପଶୁକୁ ଦେଖିଲ, ସେ ଆଗରୁ ଥିଲା, କିନ୍ତୁ ବର୍ତ୍ତମାନ ସେ ଜୀବିତ ନାହିଁ। କିନ୍ତୁ ସେ ବଞ୍ଚିବ ଏବଂ ଗଭୀର ଗହ୍ୱରରୁ ଉଠି ଆସି ଧ୍ୱଂସ ପାଇବ। ଜଗତ ଆରମ୍ଭରୁ ଯେଉଁ ଲୋକମାନଙ୍କର ନାମ ଜୀବନ ପୁସ୍ତକରେ ଆଦୌ ଲେଖା ହୋଇ ନାହିଁ, ସେହି ଲୋକମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟ ହେବେ, କାରଣ ସେ ଅତୀତରେ ଥିଲା, ବର୍ତ୍ତମାନ ନାହିଁ କିନ୍ତୁ ପୁଣି ବଞ୍ଚିବ।


Swiv nou:

Piblisite


Piblisite