Biblia Todo Logo
Bib sou entènèt

- Piblisite -




ଦାନିୟେଲ 7:6 - ପବିତ୍ର ବାଇବଲ

6 “ଏହା ପରେ ମୁଁ ତୃତୀୟ ପଶୁକୁ ଦେଖିଲି, ସେ ଚିତାବାଘ ସଦୃଶ ଥିଲା। ତା'ର ପୃଷ୍ଠ ଭାଗରେ ପକ୍ଷୀର ଗ୍ଭରି ଡେଣା ଥିଲା। ଆଉ ମଧ୍ୟ ତାହାର ଗ୍ଭରି ମସ୍ତକ ଥିଲା ଓ ତାକୁ ଶାସନ କରିବାକୁ ଅଧିକାର ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା; ଆଉ, ତାହାକୁ କର୍ତ୍ତୃତ୍ଵ ଦିଆଗଲା।

Gade chapit la Kopi

ଓଡିଆ ବାଇବେଲ

6 ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।

Gade chapit la Kopi




ଦାନିୟେଲ 7:6
10 Referans Kwoze  

ଏହି ପଶୁ ଚିତାବାଘ ଭଳି ଥିଲା। କିନ୍ତୁ ତା'ର ପାଦ ଭାଲୁ ପରି ଓ ପାଟି ସିଂହ ପରି ଥିଲା। ସେହି ବିଶାଳ ସାପ ସମୁଦ୍ରକୂଳରେ ରହି ତା'ର ସମସ୍ତ କ୍ଷମତା, ସିଂହାସନ ଓ ମହାନ ଅଧିକାର ତାହାକୁ ଦେଲା।


“ସେଥିପାଇଁ ଆମ୍ଭେ ସିଂହ ଓ ବ୍ୟାଘ୍ର ସଦୃଶ ହୋଇ ରାସ୍ତାକଡ଼ରେ ସେମାନଙ୍କୁ ଅପେକ୍ଷା କରିବା।


ତେଣୁ ସେ କହିଲେ, “ହେ ଦାନିୟେଲ, ଆମ୍ଭେ ତୁମ୍ଭ ନିକଟକୁ କାହିଁକି ଆସିଅଛୁ ତୁମ୍ଭେ ଜାଣକି? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବାକୁ ଫେରିଯିବା। ଆଉ ଆମ୍ଭେ ଗଲାପରେ ଗ୍ରୀ‌‌ସ୍‌‌ର ଅଧିପତି ଆସିବ।


ପ୍ରଥମ ପଶୁଟି ସିଂହ ସଦୃଶ ଓ ଉତ୍କ୍ରୋଶପକ୍ଷୀର ଡେଣାପରି ତା'ର ଡେଣା ଥିଲା। ମୁଁ ନିରୀକ୍ଷଣ କରି ଦେଖିଲି, ତା'ର ଡେଣା ଉପୁଡ଼ାଗଲା। ଆଉ ସେ ପୃଥିବୀରୁ ଉଠାଗଲା। ମନୁଷ୍ୟ ପରି ଦୁଇ ପାଦରେ ତାକୁ ଠିଆ କରାଗଲା ଓ ତାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।


“ପୁଣି ଆପଣଙ୍କ ପରେ ଆପଣଙ୍କଠାରୁ ଏକ ନ୍ୟୁନ ରାଜ୍ୟ ଉଠିବ ଓ ତାହା ହେଉଛି ରୌପ୍ୟମୟ ଅଂଶ ଓ ତାହାପରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମଗ୍ର ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।


ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହିଛନ୍ତି, ‘‘‘ଗୋଟିଏ ବଡ଼ ଉତ୍କ୍ରୋଶପକ୍ଷୀ ଥିଲା, ତାହାର ପକ୍ଷ ବଡ଼ ଓ ପର ବହୁତ ଥିଲା ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ। ଆଉ ଏହା ଲିବାନୋନକୁ ଆସିଲା ଏବଂ ଏକ ବଡ଼ ଏରସବୃକ୍ଷର ଅଗ୍ରଭାଗରେ ବସିଲା।”


“ଆଉ ତତ୍ପରେ ମୋ’ ସମ୍ମୁଖରେ ଦ୍ୱିତୀୟ ପଶୁକୁ ଦେଖିଲି ଯେ କି ଏକ ଭଲ୍ଲୁକ ସଦୃଶ ଥିଲା। ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ତ ପଞ୍ଜରା ଥିଲା। ତାହାକୁ ଏହି କଥା କୁହାଗଲା, ‘ଉଠ, ଇଚ୍ଛା ଅନୁସାରେ ମାଂସ ଭକ୍ଷ୍ୟଣ କର।’


Swiv nou:

Piblisite


Piblisite