ଦାନିୟେଲ 8:10 - ପବିତ୍ର ବାଇବଲ10 ସେହି ଛୋଟ ଶିଙ୍ଗଟି ଆକାଶ ପର୍ଯ୍ୟନ୍ତ ବଢ଼ିଲା। ଏହା ଆକାଶର କେତେକ ତାରାଙ୍କୁ ଭୂମିରେ ଖସାଇ ପକାଇଲା ଓ ସେମାନଙ୍କୁ ପାଦରେ ଦଳିଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, ତାହା ଆକାଶମଣ୍ତଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା। Gade chapit laଓଡିଆ ବାଇବେଲ10 ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା। Gade chapit la |
ଏବଂ ମୁଁ ଦେଖିଲି ଯେ ସେହି ଛାଗ ପ୍ରଚଣ୍ତ କ୍ରୋଧରେ ସେହି ମେଷ ନିକଟକୁ ଆସିଲା ଓ ଉତ୍ତେଜିତ ହୋଇ ମେଷକୁ ଆଘାତ କଲା ଓ ତାହାର ଦୁଇ ଶିଙ୍ଗ ଭାଙ୍ଗି ପକାଇଲା। ତେଣୁ ଅଣ୍ତିରା ମେଷ, ସେହି ଛାଗର ସମ୍ମୁଖୀନ ହୋଇ ପାରିଲା ନାହିଁ। ତା'ର ଠିଆ ହେବାକୁ ଶକ୍ତି ପାଇଲା ନାହିଁ। ସେହି ଛାଗ ତାକୁ ଭୂମିଶାୟୀ କରି ପାଦରେ ଦଳିଲା, ଆଉ ସେହି ଛାଗଠାରୁ ମେଷକୁ ରକ୍ଷା କରିବାକୁ କେହି ନ ଥିଲେ।
“ଏହା ପରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ମୋର ସମ୍ମୁଖରେ ଚତୁର୍ଥ ପଶୁ ଥିଲା। ସେ ଅତି ଭୟଙ୍କର, କ୍ଷମତାସମ୍ପନ୍ନ ଓ ଅତିଶୟ ବଳବାନ୍ ଥିଲା ଓ ତାହାର ବଡ଼ ବଡ଼ ଲୌହର ଦାନ୍ତ ଥିଲା। ସେ ଦୋଷୀମାନଙ୍କୁ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା। ଆଉ ଅବଶିଷ୍ଟ ଯାହା ରହିଲା ତାହା ପଦତଳେ ଦଳିତ କଲା। ସେ ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ ଥିଲା ଓ ତାହାର ଦଶ ଗୋଟି ଶିଙ୍ଗ ଥିଲା।