ଦାନିୟେଲ 8:13 - ପବିତ୍ର ବାଇବଲ13 ତା'ପରେ ଏକ ପବିତ୍ର ସ୍ୱର୍ଗଦୂତ କହିବାର ମୁଁ ଶୁଣିଲି। ତା'ପରେ ଅନ୍ୟ ଏକ ସ୍ୱର୍ଗଦୂତ ଏହି ଦୂତକୁ ପଗ୍ଭରିଲେ, “କେତେଦିନ ପର୍ଯ୍ୟନ୍ତ ନିତ୍ୟ ହୋମବଳି ବିରୁଦ୍ଧରେ ଏହି ଦର୍ଶନ ରହିବ ଏବଂ କେତେକାଳ ପର୍ଯ୍ୟନ୍ତ ଏହି ଲୋମହର୍ଷକ ଦୋଷ ଗ୍ଭଲିବ ଯେ, ମନ୍ଦିର ଏହିପରି ଭାବରେ ପଦଦଳନ ହେବାକୁ ଅନୁମତି ହୋଇଛି?” Gade chapit laପବିତ୍ର ବାଇବଲ (Re-edited) - (BSI)13 ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, ନିତ୍ୟ ହୋମବଳି ଓ ଧ୍ଵଂସକାରୀ ଆଜ୍ଞା ଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ? Gade chapit laଓଡିଆ ବାଇବେଲ13 ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞା-ଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, “ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞାଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?” Gade chapit la |
ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟଦ୍ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।
ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।