ଦାନିୟେଲ 8:19 - ପବିତ୍ର ବାଇବଲ19 ଗାବ୍ରିଏଲ କହିଲେ, “ମୁଁ ତୁମ୍ଭକୁ ଦର୍ଶନ ସମ୍ବନ୍ଧରେ ବୁଝାଇବି, ଭବିଷ୍ୟତରେ କ’ଣ ଘଟିବ ଓ ତୁମ୍ଭର ଏହି ଦର୍ଶନ ନିରୂପିତ ଶେଷକାଳର କଥା ବୋଲି ଜଣାଇବି। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ, ସେ ମୋତେ କହିଲେ, ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା। Gade chapit laଓଡିଆ ବାଇବେଲ19 ଆଉ, ସେ ମୋତେ କହିଲେ, ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, ସେ ମୋତେ କହିଲେ, “ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା। Gade chapit la |
ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କ୍ରୋଧ କରିଥିଲେ, କିନ୍ତୁ ବର୍ତ୍ତମାନ ତୁମ୍ଭ କ୍ରୋଧର ସମୟ ଉପସ୍ଥିତ, ମୃତମାନଙ୍କର ବିଗ୍ଭର ସମୟ ଆସିଛି; ତୁମ୍ଭ ସେବକମାନଙ୍କୁ ଭବିଷ୍ୟଦ୍ବକ୍ତାମାନଙ୍କୁ ପୁରସ୍କାର ଦେବାର ସମୟ ଆସିଛି, ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରତ୍ୟେକଙ୍କୁ ପୁରସ୍କାର ଦେବାର ସମୟ ଆସିଛି। ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହୋଇଛି।”