ଦାନିୟେଲ 8:8 - ପବିତ୍ର ବାଇବଲ8 ସେହି ଛାଗ ଅତ୍ୟନ୍ତ ଶକ୍ତିଶାଳୀ ହୋଇ ନିଜର ପ୍ରତାପ ଦେଖାଉଥିଲା ବେଳେ ତା'ର ବୃହତ୍ ଶିଙ୍ଗ ଭାଙ୍ଗି ଗଲା ଓ ସେହି ସ୍ଥାନରେ ଗ୍ଭରି ଦିଗକୁ ଗ୍ଭରିଟି ବିଲକ୍ଷଣ ଶିଙ୍ଗ ଉତ୍ପନ୍ନ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ଏଉତ୍ତାରେ ସେ ଛାଗ ଆପଣାର ଅତିଶୟ ବଡ଼ାଇ ପ୍ରକାଶ କଲା ଓ ସେ ବଳବାନ ଥିଲା ବେଳେ ତାହାର ବୃହତ୍ ଶୃଙ୍ଗ ଭଗ୍ନ ହେଲା; ଆଉ, ତହିଁର ପରିବର୍ତ୍ତରେ ଆକାଶର ଚତୁର୍ଦ୍ଦିଗ ଆଡ଼େ ଚାରି ବିଲକ୍ଷଣ ଶୃଙ୍ଗ ଉତ୍ପନ୍ନ ହେଲା। Gade chapit laଓଡିଆ ବାଇବେଲ8 ଏଉତ୍ତାରେ ସେ ଛାଗ ଆପଣାର ଅତିଶୟ ବଡ଼ାଇ ପ୍ରକାଶ କଲା ଓ ସେ ବଳବାନ ଥିଲା ବେଳେ ତାହାର ବୃହତ୍ ଶୃଙ୍ଗ ଭଗ୍ନ ହେଲା; ଆଉ, ତହିଁର ପରିବର୍ତ୍ତରେ ଆକାଶର ଚତୁର୍ଦ୍ଦିଗ ଆଡ଼େ ଚାରି ବିଲକ୍ଷଣ ଶୃଙ୍ଗ ଉତ୍ପନ୍ନ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଉତ୍ତାରେ ସେ ଛାଗ ଆପଣାର ଅତିଶୟ ବଡ଼ାଇ ପ୍ରକାଶ କଲା ଓ ସେ ବଳବାନ ଥିଲା ବେଳେ ତାହାର ବୃହତ ଶୃଙ୍ଗ ଭଗ୍ନ ହେଲା; ଆଉ, ତହିଁର ପରିବର୍ତ୍ତରେ ଆକାଶର ଚତୁର୍ଦ୍ଦିଗ ଆଡ଼େ ଚାରି ବିଲକ୍ଷଣ ଶୃଙ୍ଗ ଉତ୍ପନ୍ନ ହେଲା। Gade chapit la |
ଆମ୍ଭେ ସେମାନଙ୍କୁ ସେହି ଦେଶକୁ ନେଇଯିବା, ଯେଉଁ ଦେଶ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଅଛୁ। ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନେ ଗଲା ପରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତି ଓ ହୃଷ୍ଟପୁଷ୍ଟ ହେବେ। ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ସେମାନେ ମୋର ନିୟମକୁ ପ୍ରତ୍ୟାଖାନ କରିବେ ଓ ଲଙ୍ଘନ କରିବେ।
ଏବଂ ମୁଁ ଦେଖିଲି ଯେ ସେହି ଛାଗ ପ୍ରଚଣ୍ତ କ୍ରୋଧରେ ସେହି ମେଷ ନିକଟକୁ ଆସିଲା ଓ ଉତ୍ତେଜିତ ହୋଇ ମେଷକୁ ଆଘାତ କଲା ଓ ତାହାର ଦୁଇ ଶିଙ୍ଗ ଭାଙ୍ଗି ପକାଇଲା। ତେଣୁ ଅଣ୍ତିରା ମେଷ, ସେହି ଛାଗର ସମ୍ମୁଖୀନ ହୋଇ ପାରିଲା ନାହିଁ। ତା'ର ଠିଆ ହେବାକୁ ଶକ୍ତି ପାଇଲା ନାହିଁ। ସେହି ଛାଗ ତାକୁ ଭୂମିଶାୟୀ କରି ପାଦରେ ଦଳିଲା, ଆଉ ସେହି ଛାଗଠାରୁ ମେଷକୁ ରକ୍ଷା କରିବାକୁ କେହି ନ ଥିଲେ।