Biblia Todo Logo
Bib sou entènèt

- Piblisite -




ଦାନିୟେଲ 9:1 - ପବିତ୍ର ବାଇବଲ

1 ଦାରିୟାବସଙ୍କ ରାଜତ୍ୱର ପ୍ରଥମ ବର୍ଷରେ ଏହିସବୁ ଘଟଣାମାନ ଘଟିଲା। ଦାରିୟାବସ୍ ମାଦୀୟ ବଂଶର ଉତ୍ତରାଧିକାରୀ ଥିଲେ। ତାଙ୍କର ପିତା ଅକ୍ଷଶ୍ୱେରସର ଥିଲେ। ସେ କ‌‌ଲ୍‌‌‌‌ଦୀୟର ରାଜା ପଦରେ ଉପଯୋଗୀ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମାଦୀୟ ବଂଶଜାତ ଅକ୍ଷଶ୍ଵେରସର ପୁତ୍ର ଯେ ଦାରୀୟାବସ କଲ୍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ।

Gade chapit la Kopi

ଓଡିଆ ବାଇବେଲ

1 ମାଦୀୟ ବଂଶଜାତ ଅକ୍ଷଶ୍ୱେରଶର ପୁତ୍ର ଯେ ଦାରୀୟାବସ କଲ୍‍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମାଦୀୟ ବଂଶଜାତ ଅକ୍ଷଶ୍ୱେରଶର ପୁତ୍ର ଯେ ଦାରୀୟାବସ କଲ୍‍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ।

Gade chapit la Kopi




ଦାନିୟେଲ 9:1
9 Referans Kwoze  

“ପୁଣି ମାଦୀୟ ଦାରିୟାବସର ଅଧିକାରର ପ୍ରଥମ ବର୍ଷରେ ଆମ୍ଭେ ତାହାକୁ ସୁସ୍ଥିର ଓ ସବଳ କରିବା ପାଇଁ ଠିଆ ହେଲୁ।


ପୁଣି ମାଦୀୟ ଦାରିୟାବସ ରାଜ୍ୟ ପ୍ରାପ୍ତ ହେଲା। ସେ ସମୟରେ ତାହାର ବୟସ ବାଷଠି ବର୍ଷ ହୋଇଥିଲା।


ପୁଣି ଦାନିୟେଲ କୋରସ୍ ରାଜାର ପ୍ରଥମବର୍ଷ ପର୍ଯ୍ୟନ୍ତ ରହିଲେ।


ଏହିରୂପେ ଦାନିୟେଲ ଦାରିୟାବସର ରାଜତ୍ୱ କାଳରେ ଓ ପାରସିକ କୋରସର ରାଜତ୍ୱକାଳରେ ସଫଳକାମୀ ହେଲେ।


ଆଉ ଅକ୍ଷଶ୍ୱେରଶର ସମୟରେ ତାହାର ଅଧିକାରର ଆରମ୍ଭରେ ସେମାନେ ଯିହୁଦା ଓ ଯିରୁଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦ ପତ୍ର ଲେଖିଲେ।


ଅକ୍ଷଶ୍ୱେରଶ ରାଜାଙ୍କ ସମୟରେ ଏପରି ଘଟିଥିଲା ଯେ ସେ ହିନ୍ଦୁସ୍ଥାନରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶ ଉପରେ ରାଜତ୍ୱ କଲେ।


ରାଜା ଯିହୋୟାକୀମ୍ ଗ୍ଭହିଁଲେ ସ୍ୱାସ୍ଥ୍ୟବାନ୍, ସୁନ୍ଦର ଯୋଗ୍ୟ ଏବଂ ଜ୍ଞାନୀ ଯିହୁଦୀ ବାଳକମାନେ ଯେଉଁମାନେ ରାଜକୀୟ ସ୍ଥାନରେ ଠିଆ ହେବାକୁ ଯୋଗ୍ୟ ଥିଲେ ଏବଂ ଅସ୍ପନସ୍ ନପୁଂସକାଧିପତି ଭାଷା ଏବଂ କ‌‌ଲ୍‌‌‌‌ଦୀୟ ଲୋକମାନଙ୍କର ଲେଖା ଶିଖାଇବାକୁ ପଗ୍ଭରିଲେ।


ଦାରିୟାବସ ଚିନ୍ତାକଲେ ସମୁଦାୟ ରାଜ୍ୟରେ ଶାସନ କରିବକୁ 120 କ୍ଷିତିପାଳ ନିଯୁକ୍ତ କଲେ ଭଲ ହେବ।


Swiv nou:

Piblisite


Piblisite