ଦାନିୟେଲ 9:13 - ପବିତ୍ର ବାଇବଲ13 ମୋଶାଙ୍କ ଲିଖିତ ବ୍ୟବସ୍ଥାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି। ତଥାପି ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ଭିକ୍ଷା କରି ନାହୁଁ କି ପାପରୁ ବିରତ ହୋଇ ନାହୁଁ ଓ ତାଙ୍କର ସତ୍ୟତା ପ୍ରତି ଧ୍ୟାନ ଦେଇ ନାହୁଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ବିନତି କରି ନାହୁଁ। Gade chapit laଓଡିଆ ବାଇବେଲ13 ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ। Gade chapit la |
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।
ମିଶରକୁ ସାହାଯ୍ୟ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସେମାନେ ଅଶ୍ୱମାନଙ୍କ ଉପରେ ନିର୍ଭର କରନ୍ତି। ସେମାନେ ଆଶା କରନ୍ତି ଅଶ୍ୱଗଣ ସେମାନଙ୍କୁ ରକ୍ଷା କରିବେ। ଆଉ ମଧ୍ୟ ସେମାନେ ଭାବନ୍ତି ଅତ୍ୟଧିକ ରଥ ଓ ବହୁ ବଳବାନ ଅଶ୍ୱାରୋହୀ ସୈନ୍ୟ ଥିବାରୁ ସେମାନେ ସୁରକ୍ଷିତ। ସେମାନେ ଇସ୍ରାଏଲର ପବିତ୍ରତା ପ୍ରତି ବିଶ୍ୱାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି ନାହିଁ। ତେଣୁ ସେମାନେ ସନ୍ତାପର ପାତ୍ର।