ଦାନିୟେଲ 9:22 - ପବିତ୍ର ବାଇବଲ22 ଗାବ୍ରିଏଲ ମୋତେ ଶିକ୍ଷା ଦେଇ କହିଲେ, “ହେ ଦାନିୟେଲ, ମୁଁ ତୁମ୍ଭକୁ ବୁଝିବା ପାଇଁ ଜ୍ଞାନ ପ୍ରଦାନ କରୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)22 ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋʼ ସଙ୍ଗେ କଥାବାର୍ତ୍ତା କରି କହିଲେ, ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି। Gade chapit laଓଡିଆ ବାଇବେଲ22 ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋ’ ସଙ୍ଗେ କଥାବାର୍ତ୍ତା କରି କହିଲେ, ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋʼ ସଙ୍ଗେ କଥାବାର୍ତ୍ତା କରି କହିଲେ, “ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି। Gade chapit la |