ଦାନିୟେଲ 9:26 - ପବିତ୍ର ବାଇବଲ26 ପୁଣି ବାଷଠି ସପ୍ତାହ ପରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହେବେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ର ସ୍ଥାନ ନଷ୍ଟ କରିବେ। ବନ୍ୟାରେ ତାହା ଶେଷ ହେବ। ପୁଣି ଶେଷ ପର୍ଯ୍ୟନ୍ତ ଯୁଦ୍ଧ ହେବ। ଆଉ ପରମେଶ୍ୱର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନ ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ଵାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି। Gade chapit laଓଡିଆ ବାଇବେଲ26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଲାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି। Gade chapit la |
ବର୍ତ୍ତମାନ ଆଉ ତୁମ୍ଭେମାନେ ସିନ୍ଦୁକ ହୁଅ ନାହିଁ। ଯଦି ତୁମ୍ଭେ ତାହା କର, ତୁମ୍ଭ ଗ୍ଭରି ପାଖରେ ଥିବା ବନ୍ଧନ ରଜ୍ଜୁ ଦୃଢ଼ ହେବ। କାରଣ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ବାକ୍ୟ ଆମ୍ଭେ ଯାହା ଶୁଣିଛୁ ତାହା ଅନ୍ୟଥା ହେବ ନାହିଁ। ଯେହେତୁ ସେ ସମଗ୍ର ବିଗ୍ଭର ଶାସନକର୍ତ୍ତା, ତାଙ୍କର ବାକ୍ୟ ଓ କାର୍ଯ୍ୟ ନିଶ୍ଚିତରୂପେ କାର୍ଯ୍ୟକାରୀ ହେବ। ଆଉ ସେ ସମଗ୍ର ବିଶ୍ୱକୁ ନିଶ୍ଚିତ ଧ୍ୱଂସ କରିବେ।