ଦାନିୟେଲ 9:27 - ପବିତ୍ର ବାଇବଲ27 “ତା'ପରେ ଆଗାମୀ ଅଧିପତି ଏକ ସପ୍ତାହ ପର୍ଯ୍ୟନ୍ତ ଅନେକ ଲୋକଙ୍କ ସହିତ ଦୃଢ଼ ଚୁକ୍ତି କରିବ ଓ ଅର୍ଦ୍ଧ ସପ୍ତାହ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ। ଆଉ ଘୃଣ୍ୟବସ୍ତ୍ର ସହ ଜଣେ ବିନାଶକ ଆସିବ ଓ ସେ ଭୟଙ୍କର ବିନାଶ ସାଧନ କରିବ। ମାତ୍ର ପରମେଶ୍ୱର ସେହି ବିନାଶକର ସମ୍ପୂର୍ଣ୍ଣ ବିନାଶ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)27 ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକର ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶକର ଉପରେ କ୍ରୋଧ ଢଳାଯିବ। Gade chapit laଓଡିଆ ବାଇବେଲ27 ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକଙ୍କ ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶକର ଉପରେ କ୍ରୋଧ ଢଳାଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକଙ୍କ ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶ କର ଉପରେ କ୍ରୋଧ ଢଳାଯିବ।” Gade chapit la |
ବର୍ତ୍ତମାନ ଆଉ ତୁମ୍ଭେମାନେ ସିନ୍ଦୁକ ହୁଅ ନାହିଁ। ଯଦି ତୁମ୍ଭେ ତାହା କର, ତୁମ୍ଭ ଗ୍ଭରି ପାଖରେ ଥିବା ବନ୍ଧନ ରଜ୍ଜୁ ଦୃଢ଼ ହେବ। କାରଣ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ବାକ୍ୟ ଆମ୍ଭେ ଯାହା ଶୁଣିଛୁ ତାହା ଅନ୍ୟଥା ହେବ ନାହିଁ। ଯେହେତୁ ସେ ସମଗ୍ର ବିଗ୍ଭର ଶାସନକର୍ତ୍ତା, ତାଙ୍କର ବାକ୍ୟ ଓ କାର୍ଯ୍ୟ ନିଶ୍ଚିତରୂପେ କାର୍ଯ୍ୟକାରୀ ହେବ। ଆଉ ସେ ସମଗ୍ର ବିଶ୍ୱକୁ ନିଶ୍ଚିତ ଧ୍ୱଂସ କରିବେ।