ଦ୍ଵିତୀୟ ବିବରଣ 1:1 - ପବିତ୍ର ବାଇବଲ1 ମୋଶା ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ଏହା କହିଲେ। ଯେତେବେଳେ ସୂଫ ସେପାରିସ୍ଥିତ ପାରଣ, ତୋଫଲ, ଲାବନ, ହତ୍ସେରତ୍ ଓ ଦୀଷାହବର ମଧ୍ୟରେ ସେମାନେ ଯର୍ଦ୍ଦନ ନଦୀର ପୂର୍ବପାରସ୍ଥିତ ପ୍ରାନ୍ତରକୁ ପାର ହେଉଥିବା ସମୟରେ ମୋଶା ଏହି ବାର୍ତ୍ତାସବୁ କହିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ୍ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍, ଯର୍ଦ୍ଦନର ପୂର୍ବପାରସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ। Gade chapit laଓଡିଆ ବାଇବେଲ1 ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ, Gade chapit la |
ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲବାସୀଙ୍କୁ ଶାନ୍ତି ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ଏବଂ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ରକ୍ଷା କରିଛନ୍ତି। ତେଣୁ ତୁମ୍ଭେମାନେ ବର୍ତ୍ତମାନ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କରି ପାରିବ। ସଦାପ୍ରଭୁଙ୍କର ସେବକ ମୋଶା ଯର୍ଦ୍ଦନ ନଦୀର ପୂର୍ବ ପାର୍ଶ୍ୱରେ ତୁମ୍ଭମାନଙ୍କୁ ଭୂମି ଦେଇଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ସେଠାକୁ ତୁମ୍ଭମାନଙ୍କର ସ୍ୱଗୃହକୁ ଯାଇପାର।