ଦ୍ଵିତୀୟ ବିବରଣ 1:12 - ପବିତ୍ର ବାଇବଲ12 କିନ୍ତୁ ମୁଁ ଏକାକୀ ତୁମ୍ଭମାନଙ୍କର ସମସ୍ୟା, ବିବାଦ ଓ ଭାର ବୁଝି ପାରିବି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ମୁଁ କିରୂପେ ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି? Gade chapit laଓଡିଆ ବାଇବେଲ12 ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି? Gade chapit la |